୩୯ ମୃତକ ଚାଇନା ନାଗରିକ

ଲଣ୍ଡନ,୨୫-୧୦:ବ୍ରିଟେନରେ ଏକ ଟ୍ରକ୍‌ କଣ୍ଟେନରରୁ ୩୯ ମୃତଦେହ ଜବତ ହୋଇଥିଲା। ମୃତକମାନେ ଚାଇନା ନାଗରିକ ବୋଲି ବ୍ରିଟିଶ ଗଣମାଧ୍ୟମ ପ୍ରକାଶ କରିଛି। ତେବେ ଏନେଇ ସ୍ଥାନୀୟ ପୋଲିସ କିମ୍ବା ଚାଇନା ଦୂତାବାସ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ବୁଧବାର ଲଣ୍ଡନର ଗ୍ରେସ୍‌ ଅଞ୍ଚଳରୁ ଉକ୍ତ ଟ୍ରକ୍‌ ଜବତ ହୋଇଥିଲା। ମୃତକମାନଙ୍କ ପରିଚୟ ସଂଗ୍ରହ ଲାଗି ସ୍ଥାନୀୟ ଏସେକ୍ସ ପୋଲିସ ଓ ଇମିଗ୍ରେଶନ ଅଧିକାରୀମାନେ ଜୋରଦାର ଉଦ୍ୟମ ଚଳାଇଛନ୍ତି। ଟ୍ରକ୍‌କୁ ଏକ ନିରାପଦ ସ୍ଥାନକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଭାରତୀୟ ବଂଶୋଦ୍ଭବ ଜିତିଲେ

ଆମେରିକାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ନିର୍ବାଚନରେ ୫ ମହିଳାଙ୍କ ସମେତ ୧୨ରୁ ଅଧିକ ଭାରତୀୟ-ଆମେରିକୀୟ ବିଜୟୀ ହୋଇଛନ୍ତି। ଏହା ବ୍ୟତୀତ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌କୁ ୪ ଭାରତୀୟ-ଆମେରିକୀୟ...

ହାଇଆଲର୍ଟରେ କାବୁଲ ବିମାନ ବନ୍ଦର: ୪୦ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଓ୍ବାଶିଂଟନ,୨୭।୮: ଆଫଗାନିସ୍ତାନର ରାଜଧାନୀ କାବୁଲ ବିମାନ ବନ୍ଦରଠାରେ ଗୁରୁବାର ଦୁଇଟି ଆତ୍ମଘାତୀ ବିସ୍ଫୋରଣରେ ୪୦ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଆମେରିକାର ୪ ମେରାଇନ...

୯/୧୧କୁ କୋଡ଼ିଏ

ଓ୍ବାଶିଂଟନ୍‌, ୧୧ା୯: ୨୦୦୧ ସେପ୍ଟେମ୍ବର ୧୧ ପୂର୍ବାହ୍ନ ୮ଟା ୪୫। ଆତଙ୍କବାଦୀ ସଙ୍ଗଠନ ଅଲ୍‌କାଏଦାର ଭୟଙ୍କର ରୂପ ଦେଖିଥିଲା ବିଶ୍ୱର ସର୍ବଶକ୍ତିଶାଳୀ ରାଷ୍ଟ୍ର ଆମେରିକା। ଦୁର୍ଭେଦ୍ୟ...

ଇମ୍ରାନ୍‌ଙ୍କ ଅଫିସ ଉପରେ ଆଇଇଏସ୍‌ସିଓର ୪୧ ଲକ୍ଷ ବାକି:ବିଦ୍ୟୁତ୍‌ ସଂଯୋଗ କାଟିବାକୁ ଧମକ

ଇସ୍‌ଲାମାବାଦ,୩୦-୮(ପି.ଟି.):ଆର୍ଥତ୍କ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ପାଇଁ ଏକ ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ଉପରେ...

ତାଲିବାନ୍‌, ଚାଇନା ଆଲୋଚନା

କାବୁଲ/ବେଜିଂ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬ା୮: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନରେ ଦୁଇ ଦଶନ୍ଧି ଧରି ଚାଲିଥିବା ଯୁଦ୍ଧରେ ପୂର୍ଣ୍ଣଚ୍ଛେଦ ପକାଇ ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ନେବା ପରେ ଗତ...

ବିବାହରେ ଯୋଗ ଦେବାକୁ ୨୦ ଜଣଙ୍କୁ ମିଳିଥିଲା ଅନୁମତି: ଆସିଲେ ୧୦ ହଜାର, ଆଉ ତା’ପରେ

ଅଧିକାଂଶ ଦେଶରେ କରୋନା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏପରି ପରିସ୍ଥିତିରେ ସୀମିତ ଲୋକଙ୍କୁ ନିମନ୍ତ୍ରଣ କରାଯାଇ ବିବାହ କାର୍ଯ୍ୟକ୍ରମ ସମାପ୍ତ ହେଉଛି।...

ଶ୍ରୀଲଙ୍କାରେ ସ୍ଥିତି ଅଣାୟତ୍ତ: ଏମ୍‌ପି ସମେତ ୫ ଜଣଙ୍କ ମୃତ୍ୟୁ

କଲମ୍ବୋ,୧୦।୫: ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ନିଜ ପଦରୁ ଇସ୍ତଫା ଦେବା ପରେ...

ଚାଇନାର ଧମକ: ଏହା ଆରମ୍ଭ ମାତ୍ର, ଆହୁରି କରୋନା କ୍ଷତି ସହିବ ବିଶ୍ୱ

ବେଜିଂ,୮।୭: ଆମେରିକାର ଚାପ ପଡିବା ସତ୍ତ୍ୱେ ଚାଇନା ସାରା ବିଶ୍ୱକୁ ପୁଣି ଧମକ ଦେଇଛନ୍ତି। କରୋନା ଯୋଗୁ ସାରା ବିଶ୍ୱ ଆହୁରି କ୍ଷତି ସହିବ ବୋଲି...

Advertisement
Archives

Model This Week