Posted inଜାତୀୟ

୩ ଆତଙ୍କବାଦୀଙ୍କୁ ଧରାଇଲେ ୩୦ ଲକ୍ଷ

ଜମ୍ମୁ,୨୪ା୧୦(ପି.ଟି.): ୩ ହିଜ୍‌ବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କୁ ଧରାଇଦେଲେ ୩୦ ଲକ୍ଷ ଟଙ୍କା ପୁରସ୍କାର ଦିଆଯିବ ବୋଲି ବୁଧବାର ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଘୋଷଣା କରାଯାଇଛି। ସେମାନେ ହେଲେ ମହମ୍ମଦ ଆମିନ ଓରଫ ଜହଁାଙ୍ଗିର୍‌ ସରୁରୀ ଏବଂ ତାଙ୍କ ଦୁଇ ଘନିଷ୍ଠ ସହଯୋଗୀ ରିୟାଜ୍‌ ଅହମଦ ଓରଫ ହଜାରି ଓ ମୁଦାସିର ହୁସେନ। ଏହି ଆତଙ୍କବାଦୀମାନେ ଅନେକ ଆକ୍ରମଣରେ ସମ୍ପୃକ୍ତ ବୋଲି ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri