୩ କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଓଭର ବିଲିଂ ଅଭିଯୋଗରେ ୩ କନଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ୩ କନଷ୍ଟେବଳ ହେଲେ ସୀମାଞ୍ଚଳ ସେଠୀ, ଅଜିତ ଧଳ ଓ ରଞ୍ଜିତ ସ୍ବାଇଁ । ପଞ୍ଚାୟତ ନିର୍ବାଚନ ସମୟରେ ଡିଜେଲ ଓଭର ବିଲିଂ ଅଭିଯୋଗରେ ସମ୍ବଲପୁର ଏସ୍‌ପି ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଗାଡ଼ିରେ ତେଲ ପକାଇବା ବେଳେ ଓଭର ବିଲିଂର ଅଭିଯୋଗ ଆସିଥିଲା । ୧୬ଟି ପୋଲିସ ଭ୍ୟାନର ଦୂରତା ଓ ଡିଜେଲ ପରିମାଣ ଖାପ ଖାଉ ନ ଥିଲା ବେଳେ ତଦନ୍ତ ପରେ ସମ୍ବଲପୁର ଏସ୍‌ପି ଏଭଳି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦାରେ ପଡ଼ିଲା ବିଫଳତା

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୬୭ ଓ୍ବାର୍ଡରେ ମୋଟ ୬୫୦ କି.ମି. ଆଭ୍ୟନ୍ତରୀଣ ଡ୍ରେନ୍‌ ଓ ୬୦ କି.ମି. ମୁଖ୍ୟ ଡ୍ରେନ୍‌ ରହିଛି।...

କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା

ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ...

ଶିଶୁପାଳଗଡ଼ରେ ବନ୍ଦ ହେଉନି ବେଆଇନ ଖନନ

ଭୁବନେଶ୍ୱର (ବ୍ୟୁରୋ) /ପୁରୁଣା ଭୁବନେଶ୍ୱର,୧୭।୩ (ଡି.ଏନ.ଏ.): ଶିଶୁପାଳଗଡ଼ ଇତିହାସର ନିଦର୍ଶନ। ଏହି ଅମୂଲ୍ୟ ଐତିହ୍ୟ ଦିଗରେ ପଦକ୍ଷେପ ଗ୍ରହଣ କରିବା ନିହାତି ଜରୁରୀ। ରାଜ୍ୟ ସରକାର...

ବୃଦ୍ଧାଙ୍କୁ ମାରି ଜଗି ରହିଥିଲା ମା’ ଭାଲୁ, ଉଦ୍ଧାର କଲା ବନବିଭାଗ ଟିମ୍‌

ନବରଙ୍ଗପୁର,୯।୧(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡ଼ା ଗ୍ରାମର ନିଖୋଜ ବୃଦ୍ଧା ଗୋରୀ ଅମନାତ୍ୟ(୭୦)ଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ତାଙ୍କୁ ଭାଲୁ ଆକ୍ରମଣ କରି...

ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୨ା୨- ଓଡ଼ିଶାରେ ସୋମବାର ୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୧୦୭ରେ ପହଞ୍ଚିଛି।...

କୃଷି କ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସୁବିନିଯୋଗ ଦରକାର: ଓୟୁଏଟି କୁଳପତି

ଭୁବନେଶ୍ବର,୨୫ା୧(ବ୍ୟୁରୋ): କୃଷିକ୍ଷେତ୍ରରେ ପ୍ରାକୃତିକ ସମ୍ପଦର ସଂରକ୍ଷଣ ସହ ସୁବିନିଯୋଗ ଦରକାର। ଏହାଦ୍ୱାରା କୃଷି ଉତ୍ପାଦନରେ ବୃଦ୍ଧି ନ ଘଟିଲେ ଆଗାମୀ ଦିନରେ ଦେଶରେ ଖାଦ୍ୟ ସମସ୍ୟା...

ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ଲୋକଙ୍କୁ ସାମିଲ ସୁଯୋଗ: ଯୋଡ଼ିହେଲା ଆଉ ୫ ମାନଦଣ୍ଡ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବାକୁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି।...

Advertisement
Archives

Model This Week