ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ଖ୍ୟାତନାମା ଲେଖକ ପବନ କୁମାର ବର୍ମା, ରାଜେନ୍ଦ୍ର କିଶୋର ପଣ୍ଡା ଓ ପାରୋ ଆନନ୍ଦଙ୍କୁ ଚଳିତବର୍ଷ କଳିଙ୍ଗ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ। ସେହିଭଳି ଯୁବ ଲେଖକ କେଦାର ମିଶ୍ରଙ୍କୁ କଳିଙ୍ଗ ସାହିତ୍ୟ ଯୁବ ପୁରସ୍କାର ୨୦୧୯ ପ୍ରଦାନ କରାଯିବ। ରାଜେନ୍ଦ୍ର କିଶୋର ପଣ୍ଡା ଚଳିତବର୍ଷ ପାଇଁ କଳିଙ୍ଗ ସାହିତ୍ୟ ପୁରସ୍କାର ପାଇବେ। ସେହିଭଳି ପବନ କୁମାର ବର୍ମା କଳିଙ୍ଗ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପାରୋ ଆନନ୍ଦ ୨୦୧୯ ମସିହା ଲାଗି କଳିଙ୍ଗ କାରୁବାକୀ ପୁରସ୍କାର ପାଇବେ ବୋଲି କଳିଙ୍ଗ ସାହିତ୍ୟ ମହୋତ୍ସବର ନିର୍ଦ୍ଦେଶକ ରଶ୍ମି ରଞ୍ଜନ ପରିଡ଼ା ସୂଚନା ଦେଇଛନ୍ତି। ସାହିତ୍ୟର ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠ ଅବଦାନ ନିମନ୍ତେ କଳିଙ୍ଗ ସାହିତ୍ୟ ମହୋତ୍ସବ(କେଏଲ୍ଏଫ୍) ପକ୍ଷରୁ ବାର୍ଷିକ ପୁରସ୍କାର ପ୍ରଦାନ କରାଯାଇଥାଏ।
ଆଜି ଆସୁଛନ୍ତି ମୋଦି
ଭୁବନେଶ୍ୱର,୨୫।୧୦ (ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍ ସମୟରେ ଉତ୍ତରପ୍ରଦେଶର ବାରାଣସୀ…
ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା
ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…
ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ
ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…
ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ
କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…
ଆସୁଛି ବାତ୍ୟା: ଇନ୍ଦ୍ରାବତୀର ୨ ଗେଟ୍ ଖୋଲିଲା
ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍ ଖୋଲାଯାଇଛି। ଡ୍ୟାମ୍ର ୩ ଓ ୬ ନମ୍ବର ଗେଟ୍ରୁ ୧୩୩…
୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା…
ଏହି ୫ ଜିଲାରେ ୨୮ ଓ ୨୯ରେ ସ୍କୁଲ୍, କଲେଜ ଛୁଟି : ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର, ୨୪ା୧୦: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୮ ଓ ୨୯ ତାରିଖରେ ସ୍କୁଲ୍ ଓ କଲେଜ…
ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ପାଇଁ ପ୍ରଶାସନର ପ୍ରସ୍ତୁତି: ୩୦ ତାରିଖ ପର୍ଯ୍ୟନ୍ତ ଲକ୍ଷ୍ମୀପୂଜା ତୋରଣ ଖୋଲା ରହିବ
କେନ୍ଦ୍ରାପଡ଼ା, ୨୪ା୧୦ (ଜଗନ୍ନାଥ ଧଳ): ଅକ୍ଟୋବର ମାସରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ…

