୩ ଜାତିକୁ ସମ୍ବିଧାନର ୨୪ ଧାରାରେ ସାମିଲ ମାମଲା:୪ ସପ୍ତାହ ଭିତରେ ପଦକ୍ଷେପ ନିଅ

କଟକ ଅଫିସ, ୬ା୧୧:ଭାରତୀୟ ସମ୍ବିଧାନର ଧାରା ୨୪ର ଅନୁସୂଚିତ ଜାତି ତାଲିକାରେ ଗିର୍‌ଗିରିଆ, ଗିର୍‌ଗିରା, ଗିଙ୍ଗିରା ଜାତି ସାମିଲ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରି ଏବଂ ବିଚାରପତି କେ.ଆର୍‌. ମହାପାତ୍ରଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି ମଙ୍ଗଳବାର ଶେଷ କରିଛନ୍ତି। ୪ ସପ୍ତାହ ଭିତରେ ପଦକ୍ଷେପ ନେବାକୁ କେନ୍ଦ୍ର ସରକାରଙ୍କୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ, ଆଇନଜୀବୀ ସୁଧାଂଶୁ ଶେଖର ବେହେରା ଏବଂ ଅନ୍ୟମାନେ ଧାରା ୨୪ ଅନୁସୂଚିତ ଜାତି ତାଲିକାରେ ଉପରୋକ୍ତ ୩ ଜାତିକୁ ସାମିଲ କରିବା ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୂର୍ବରୁ ଆବେଦନକାରୀ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ନିକଟରେ ସମାନ ଦାବି ଉପସ୍ଥାପନ କରିଥିଲେ। ବିଭାଗ ଆବେଦନକାରୀଙ୍କ ଦାବିକୁ ତର୍ଜମା କରି ଗତ ଜୁନ୍‌ ୨୪ତାରିଖରେ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ବିଭାଗକୁ ଉକ୍ତ ୩ଜାତିକୁ ତଫସିଲଭୁକ୍ତ ଜାତି ବର୍ଗରେ ସାମିଲ କରିବାକୁ ସୁପାରିସ କରିଥିଲେ। ମାତ୍ର କେନ୍ଦ୍ର ସରକାର ଏ ନେଇ କୌଣସି ତତ୍ପରତା ପ୍ରକାଶ ନ କରିବାରୁ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସୂର୍ଯ୍ୟକାନ୍ତ ଦ୍ୱିବେଦୀ, ନିରଞ୍ଜନ ହୋତା ଏବଂ ସ୍ମୃତିଧର ପତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri