୩ ଜୁଆଆଡ୍ଡାରେ ଚଢାଉ, ୧୩ ଗିରଫ: ୪ ବାଇକ୍‌, ୨୪୩୨୦ ଟଙ୍କା ଜବତ

ଆସିକା,୪ା୧୦ (ଡି.ଏନ୍‌.ଏ.)- ଆସିକା ଥାନା ଇଲାକାର ବେଣିଆ, ନୂଆଗଁା ଓ ଦେବଭୂମି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ଗୁରୁବାର ରାତିରେ ପୋଲିସ ଚଢାଉ କରିଥିଲା। ଏଠାରୁ ୧୩ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି। ଜୁଆଆଡ୍ଡାରୁ ୨୪ ହଜାର ୩୨୦ ଟଙ୍କା, ୪ ବାଇକ, ୯ ମୋବାଇଲ ଓ ତାସ ଜବତ ହୋଇଛି। ନଂ.୩୪୭, ୩୪୮ ଓ ୩୪୯/୧୯ରେ ତିନୋଟି ମାମଲା ରୁଜୁ କରାଯାଇ ଶୁକ୍ରବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିକର ଖାଦ୍ୟଯୋଗାଣ ବନ୍ଦ ହେବା ଆଶଙ୍କା

ବାରିପଦା ଅଫିସ, ୫।୫: ସମନ୍ବିତ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ପୁଷ୍ଟିକର ଖାଦ୍ୟର ଦରବୃଦ୍ଧି ପାଇଁ ପ୍ରସ୍ତୁତକାରୀ ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ...

ଏଟିଏମ୍‌ କାଟି ସାଢ଼େ ୨୬ ଲକ୍ଷ ଲୁଟ୍‌

ଢେଙ୍କାନାଳ ଅଫିସ, ୧୬ା୧୨: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନିମବାହାଳି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଏକ...

୬ ଅଲିଭ୍‌ ରିଡ୍‌ଲେଙ୍କୁ ଟ୍ୟାଗିଂ

ବ୍ରହ୍ମପୁର ଅଫିସ/ଗଞ୍ଜାମ(ଡି.ଏନ୍‌.ଏ.),୧୩ା୧: ଜୁଲୋଜୀକାଲ ସର୍ଭେ ଅଫ୍‌ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ଓ ବ୍ରହ୍ମପୁର ବନଖଣ୍ଡ ମିଳିତ ଆନୁକୂଲ୍ୟରେ ଅଲିଭ୍‌ରିଡ୍‌ଲେଙ୍କୁ ମଙ୍ଗଳବାର ଟ୍ୟାଗିଂ କରିଛି। ଟ୍ୟାଗ୍‌ଗୁଡିକ ସ୍ବତନ୍ତ୍ର ଭାବରେ ସଂଖ୍ୟାଭୁକ୍ତ ହୋଇଛି...

ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୧୧-ପାଣି ମୋଟର ଚାଲୁ କରିବାକୁ କହିବାରୁ ଦମ୍ପତିିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଉକ୍ତ ଅଭିଯୋଗକୁ ଆଧାର କରି ବଡବଜାର ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ...

ଅଣ୍ଢରା ଡକାୟତି ଘଟଣାରେ ୯ ଗିରଫ

ପଟ୍ଟାମୁଣ୍ଡାଇ,୨୧ା୫(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଧୋୟାଞ୍ଚଳ ଅଣ୍ଢରା ଗାଁରେ ଏପ୍ରିଲ ୩୦ତାରିଖ ସନ୍ଧ୍ୟା ସାଢେ ୭ଟାରେ ଡକାୟତି ମାମଲାରେ ସମ୍ପୃକ୍ତ ୬ ଅଭିଯୁକ୍ତ କରାଯାଇଛି। ଏଥିସହ...

ଡେଲାଙ୍ଗରେ ଲୁଣାର ଉଗ୍ରରୂପ

ପୁରୀ ଅଫିସ/କଣାସ/ଡେଲାଙ୍ଗ/ନିମାପଡ଼ା (ସ୍ବ.ପ୍ର./ଡି.ଏନ୍‌.ଏ), ୨ା୯ : ଦୟା, ରାଜୁଆ, ଭାର୍ଗବୀ, ଧନୁଆ ପରେ ଏବେ ପୁରୀ ଜିଲାରେ ଲୁଣା ନଦୀ ଉଗ୍ରରୂପ ଧାରଣ କରିଛି। ଲୁଣା...

ବଳାତ୍କାରୀଙ୍କୁ ପିଟିପିଟି ହତ୍ୟା କଲେ ଗ୍ରାମବାସୀ

ସୋର,୩୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସିଙ୍ଘାଖୁଣ୍ଟା ପଞ୍ଚାୟତର କରଞ୍ଜବଣିଆ ଗ୍ରାମର ଜଣେ ମହିଳାଙ୍କୁ ଜଣେ ଯୁବକ ବଳାତ୍କାର କରିଥିବାରୁ ସ୍ଥାନୀୟ ଲୋକେ ପିଟି...

ଗଞ୍ଜାମରେ ଶନିବାର ନୋ ବ୍ୟାଗ୍‌ ଡେ

ଛତ୍ରପୁର,୫ା୩(ଡି.ଏନ.ଏ.): ପିଲାମାନେ ଅତ୍ୟଧିକ ଓଜନର ସ୍କୁଲବ୍ୟାଗ ନେଉଥିବାରୁ ସେମାନଙ୍କ ଶାରିରୀକ ସମସ୍ୟା ଦେଖାଦେଉଛି। ଏହାକୁ କମାଇବା ପାଇଁ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେଉଁ ଶ୍ରେଣୀ...

Advertisement
Archives

Model This Week