୩ ଦଫା ଦାବିରେ ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଯାନବାହନ ଚଳାଚଳ ଠପ୍‌

କଣ୍ଟାମାଳ,୨୯।୧୧(ଡି.ଏନ୍‌.ଏ.): ୩ ଦଫା ଦାବିରେ ବୌଦ୍ଧ ଜିଲା କଣ୍ଟାମାଳ ୧୨ ଘଣ୍ଟିଆ ବନ୍ଦ ଡାକରା ଶୁକ୍ରବାର ସକାଳୁ ଆରମ୍ଭ ହୋଇଛି। ତେଲନଦୀ ଉପରେ କଣ୍ଟାମାଳ-ତରଭା ସେତୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ, କଣ୍ଟାମାଳ ପଞ୍ଚାୟତକୁ ଏନ୍‌ଏସ୍‌ସି ମାନ୍ୟତା ଓ କଣ୍ଟାମାଳ ବ୍ଲକକୁ ସବ୍‌ଡିଭିଜନ ମାନ୍ୟତା ଦାବିରେ କୋଶଲ ସମ୍ମନ୍ବୟ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏ ନେଇ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ, ସ୍କୁଲ ଓ କଲେଜ ବନ୍ଦ ରହିଥିବା ବେଳେ ଯାନବାହନ ଚଳାଚଳ ଠପ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?