୩ ଦିନରେ ୧୦ ମଣ୍ଡପ ସିଲ୍‌, ୭୦ ହଜାର ଜରିମାନା

ଭୁବନେଶ୍ୱର, ୬ା୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ୍‌ ଅନୁମୋଦନରେ କୋଠା ର୍ନିମାଣ, ବିନା ଟ୍ରେଡ୍‌ ଲାଇସେନ୍ସରେ ବ୍ୟବସାୟ, ହୋଲ୍ଡିଂ ଟିକସ ଫାଙ୍କି, ପାର୍କିଂ ସୁବିଧା ନ ଥିବା କଲ୍ୟାଣ ମଣ୍ଡପ ଓ ବିବାହ ମଣ୍ଡପକୁ ବିଏମ୍‌ସିି ପକ୍ଷରୁ ସିଲ୍‌ ପ୍ରକ୍ରିୟା ଜାରି ରହିଛି। ବିଏମ୍‌ସିି, ବିଡିଏ ଓ କମିଶନରେଟ ପୋଲିସ୍‌ର ମିଳିତ ଟିମ୍‌ ପକ୍ଷରୁ ସୋମବାର, ମଙ୍ଗଳବାର ଦୁଇ ଦିନରେ ୯ ମଣ୍ଡପ ସିଲ୍‌ କରାଯାଇଥିବାବେଳେ ବୁଧବାର କେବଳ ଗୋଟିଏ ବରମୁଣ୍ଡାରେ ଥିବା କନକ ବଙ୍କେଟ ହଲ ମଣ୍ଡପକୁ ସିଲ କରାଯାଇଛି। ତେବେ ୩ ମଣ୍ଡପ ଯଥା ପାଣ୍ଡରାର ରାଜାରାଣୀ ମଣ୍ଡପ, ଜିଜିପି କଲୋନୀର ମା’ ତାରିଣୀ ମଣ୍ଡପ ଓ ମଞ୍ଜୁଳା ମଣ୍ଡପରେ ବିବାହ ଚାଲିଥିବାରୁ ସେଗୁଡିକୁ ସିଲ୍‌ କରାଯାଇ ପାରି ନ ଥିଲା। ଉକ୍ତ ମଣ୍ଡପଗୁଡିକ ଉପରେ ୭୦ ହଜାର ଟଙ୍କା ଜରିମାନା କରାଯାଇଛି। ଗୁରୁବାର ସିଲ୍‌ କରାଯିବ ବୋଲି ବିଏମ୍‌ସି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri