Posted inଜାତୀୟ

୩ ଦିନିଆ ବିଦେଶ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଥାଇଲାଣ୍ଡ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ହୁଷ୍ଟନରେ ଆୟୋଜିତ କାର୍ଯ୍ୟକ୍ରମ ଭଳି ଥାଇଲାଣ୍ଡରେ ଶନିବାର ମୋଦି ‘ସ୍ବାସଦି ପିଏମ୍‌ ମୋଦି’ ନାମକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ। ମୋଦିଙ୍କର ଏହି ଗସ୍ତ ବ୍ୟବସାୟ, ସମୁଦ୍ର ସୁରକ୍ଷା ଓ ସମ୍ପର୍କ ଭଳି ବିଭିନ୍ନ ପ୍ରମୁଖ କ୍ଷେତ୍ରକୁ ଆହୁରି ମଜଭୁତ କରିବାରେ ସହାୟକ ହେବ ବୋଲି କୁହାଯାଉଛି। ଏହି ଗସ୍ତ ସମୟରେ ମୋଦି ଆସୋସିଏଶନ ଅଫ୍‌ ସାଉଥ୍‌ଇଷ୍ଟ ଏସିଆନ୍‌ ନେଶନ୍ସ(ଏସିଆନ୍‌), ଇଷ୍ଟ ଏସିଆ ଓ ଆର୍‌ସିଇପି ଶିଖର ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ବ୍ୟାଂକକ୍‌ରେ ହେବାକୁ ଥିବା ୧୬ ଏସିଆନ୍‌ ଦେଶର ବ୍ୟାପାର ବୈଠକ ସମୟରେ ରିଜିଓନାଲ କମ୍ପ୍ରେନସିଭ୍‌ ଇକନୋମିକ ପାର୍ଟନର୍‌ଶିପ୍‌(ଆର୍‌ସିଇପି)ର ଘୋଷଣା କରାଯିବାର କାର୍ଯ୍ୟକ୍ରମ ରହିଛି, ଯାହା ଉପରେ ସାରା ବିଶ୍ୱର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri