୩ ଦିନ ପାଇଁ ସିଲ୍‌ ହେଲା ରିମ୍ସର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟ

ରାଞ୍ଚି,୧।୫: ରାଞ୍ଚିରେ ଥିବା ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ରିମ୍ସ)ର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟକୁ ୩ ଦିନ ପାଇଁ ସିଲ୍‌ କରିଦିଆଯାଇଛି। ସେଠାରେ ଜଣେ ଲାବୋରୋଟୋରୀ ଟେକ୍ନିସିଆନ୍‌ କରୋନାରେ ପୀଡିତ ଥିବା ଏପ୍ରିଲ ୩୦ ଅର୍ଥାତ୍‌ ଗୁରୁବାର ଜଣାପଡିବା ପରେ ଶୁକ୍ରବାରଠାରୁ ୩ ଦିନ ପାଇଁ ଏହାକୁ ସିଲ୍‌ କରାଯାଇଛି। ଏହି ସମୟରେ ସେଠାରେ କରୋନା ଟେଷ୍ଟ କରାଯିବ ନାହିଁ ବୋଲି ରିମ୍ସର ନିର୍ଦ୍ଦେଶକ ଡାକ୍ତର ଡିକେ ସିଂ କହିଛନ୍ତି। ସେଠାରେ ଥିବା ନମୁନାକୁ ଅନ୍ୟ ଲ୍ୟାବକୁ ପଠାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ସ୍ବର ପାଇଁ ଲଢେଇ କରୁଛି,ଏଥିପାଇଁ ସବୁ ପ୍ରକାରର ମୂଲ୍ୟ ଦେବାକୁ ପ୍ରସ୍ତୁତ: ରାହୁଲ

ନୂଆଦିଲ୍ଲୀ,୨୫।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇବାର ଗୋଟିଏ ଦିନ ପରେ ଶୁକ୍ରବାର...

ଚାକିରି ପାଇଁ ସ୍ବାମୀ ମନା କରିବାରୁ …

ପାଟନା, ୧।୮: ଆଇଟିଆଇ କରିଛି। ନିଜ ଗୋଡ଼ରେ ଛିଡ଼ା ହେବା ସହ ଉଚ୍ଚ ଶୀକ୍ଷିତ ହେବାକୁ ଚାହୁଁଛି। କିନ୍ତୁ ପରିବାର ଲୋକେ ଜୋର ଜବରଦସ୍ତ ମୋ...

ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ

ଭୋପାଳ,୧୬ା୨(ପି.ଟି.): ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ ସ୍ପଷ୍ଟ ହୋଇଛି। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ମଧ୍ୟରେ ରହିଥିବା ବିରୋଧଭାସ ପୁଣିଥରେ ସାମନାକୁ ଆସିଛି।...

ପାରମ୍ପରିକ ଔଷଧର ଗ୍ଲୋବାଲ ସେଣ୍ଟର ଗୁଜରାଟରେ…

ଅହମଦାବାଦ,୨୬।୩ : ଗୁଜରାଟକୁ ବିଶ୍ୱ ମାନଚିତ୍ରରେ ଉଜ୍ଜ୍ୱଳ କରିବା ପାଇଁ ସରକାର ଆଉ ଏକ ଉପହାର ଦେବାକୁ ଯାଉଛନ୍ତି । ପାରମ୍ପରିକ ଔଷଧ ଉପରେ ବିଶ୍ୱସ୍ବାସ୍ଥ୍ୟ...

ମାର୍ଚ୍ଚରେ ଉପକୃତ ହୋଇଛନ୍ତି ୧ଲକ୍ଷ ସଂସ୍ଥା

ଭୁବନେଶ୍ୱର,୭ା୫(ବ୍ୟୁରୋ): ମହାମାରୀ କରୋନା ବେଳେ କ୍ଷୁଦ୍ର ବେସରକାରୀ ସଂସ୍ଥାଗୁଡ଼ିକରେ କାମ କରୁଥିବା ସ୍ବଳ୍ପ ବେତନଧାରୀ କର୍ମଚାରୀଙ୍କ ଆର୍ଥିକ ଉନ୍ନତି ନିମନ୍ତେ ଭାରତ ସରକାରଙ୍କ ଶ୍ରମ ମନ୍ତ୍ରାଳୟ...

ଛେଳିକୁ ଗଣବଳାତ୍କାର

ଥିରୁଭାନନ୍ତପୁରମ,୧।୪: ମଣିଷ ସମାଜକୁ ଲଜ୍ଜିତ କଲା ଭଳି ଏକ ଘଟଣା କେରଳର କସରଗୋଡ଼ ଜିଲାରୁ ସମ୍ନାକୁ ଆସିଛି। ଗର୍ଭବତୀ ଛେଳିକୁ ଗଣବଳାତ୍କାର ଏବଂ ହତ୍ୟା ଅଭିଯୋଗରେ...

ଛଗନ ଭୁଜବଳ କରୋନା ପଜିଟିଭ୍‌

ମୁମ୍ବାଇ,୨୨।୨: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସଙ୍କଟ ଦେଖାଦେଇଛି। ରାଜ୍ୟ ସରକାର ପ୍ରଭାବିତ ଅଞ୍ଚଳରେ କଟକଣାକୁ କଡ଼ାକଡ଼ି କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାରରେ ଖାଦ୍ୟ...

ମହାରାଷ୍ଟ୍ର ପରେ ଗୋଆରେ ବି ଭାଜପାକୁ ଝଟ୍‌କା ଦେବ ଶିବସେନା

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ସରକାର ଗଠନ ହେବା ପରେ ପୁରୁଣା ବନ୍ଧୁ ଭାଜପାକୁ ଆଉ ଏକ ଝଟ୍‌କା ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛି ଶିବସେନା।...

Advertisement
Archives

Model This Week