୩ ପଞ୍ଚାୟତକୁ ସାନିଟାଇଜ୍‌ କଲା ଆଇଆର୍‌ଇ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.): ଭାରତୀୟ ବିରଳ ମୃତ୍ତିକା (ଆଇଆର୍‌ଇ) ପ୍ଲାଣ୍ଟ ପକ୍ଷରୁ ନିକଟବର୍ତ୍ତୀ କଣମଣା, ଆର୍ଜିପଲ୍ଲୀ ଓ କାଳୀପାଲି ପଞ୍ଚାୟତକୁ ସାନିଟାଇଜ୍‌ କରାଯାଇଛି। ପ୍ଲାଣ୍ଟର ସିଜିଏମ ଏ. ଜେ. ଜନର୍ଥନନ୍‌ଙ୍କ ନିର୍ଦ୍ଦେଶକ୍ରମେ ଆଇଆର୍‌ଇର ଫାୟାର ବ୍ରିଗେଡ୍‌ ଟିମ୍‌ ଉକ୍ତ ୩ ପଞ୍ଚାୟତକୁ ସାନିଟାଇଜ୍‌ କରିଥିଲେ। ସିନିୟର ମ୍ୟାନେଜର ପି. କେ. ରାଉତ ମନିଟରିଂ କରିଥିବା ବେଳେ ଆଇଆର୍‌ଇ ହାଉସିଂ କଲୋନୀ ମହିଳା କଲ୍ୟାଣ କେନ୍ଦ୍ର ସଭାପତି ଏମ୍‌. ରାମଲକ୍ଷ୍ମୀଙ୍କ ନେତୃତ୍ୱରେ ଲୋକଙ୍କୁ ମାସ୍କ ବଣ୍ଟାଯାଇଥିଲା। ଡିଜିଏମ୍‌ ଗତିକୃଷ୍ଣ ନାୟକ, ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟିଙ୍କୁ ୫୦୦ ମାସ୍କ ପ୍ରଦାନ କରିଥିଲେ। ଆଗକୁ ଏଭଳି ସାନିଟାଇଜ୍‌ କାର୍ଯ୍ୟ ଜାରି ରହିବ ବୋଲି ଆଇଆର୍‌ଇର ସୁରେଶ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri