୩ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଆର.ଉଦୟଗିରି,୫ା୪(ଡି.ଏନ.ଏ.)-ସାରା ରାଜ୍ୟରେ କରୋନା ଭଳି ମହାମାରୀକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୧ ଦିନର ଲକ୍‌ଡାଉନ ଘୋଷଣା କରାଯାଇଛି। ରବିବାର ଲକ୍‌ଡାଉନ ୧୨ ଦିନରେ ପହଞ୍ଚିଛି। ଏହାର ପ୍ରଭାବରେ ଅତ୍ୟାବଶ୍ୟକ ଦୋକାନ ଖୋଲା ରହୁଥିବା ବେଳେ ଅନ୍ୟ ଦୋକାନ ବଜାର ବନ୍ଦ ରହିଛି। ଫଳରେ କୁଲି କାମ କରୁଥିବା ଅସହାୟ, ମସ୍ତିସ୍କ ବିକୃତ ଓ ଅକର୍ମଣ୍ୟ ଲୋକମାନେ ଖାଇବାକୁ ନ ପାଇ ହଇରାଣ ହୋଇଥାନ୍ତି। ତେଣୁ ସରକାର ବ୍ଲକର ପ୍ରତି ପଞ୍ଚାୟତରେ ଏହି ନିରୀହ ଅସହାୟ ଲୋକମାନଙ୍କ ସୁବିଧା ପାଇଁ ପ୍ରତି ପଞ୍ଚାୟତରେ ରନ୍ଧା ଖାଦ୍ୟ ଦେବା ପାଇଁ ବ୍ଲକର ପ୍ରତ୍ୟେକ ପଞ୍ଚାୟତକୁ ନିର୍ଦ୍ଦେଶ ଦେଇଛନ୍ତି। ଆର.ଉଦୟଗିରି ବ୍ଲକ ରଣ୍ଡିବା, ଅବାରସିଂ ଓ ଛେଳିଗଡ ପଞ୍ଚାୟତରେ ମଧ୍ୟ ରନ୍ଧା ଖାଦ୍ୟ ଅସହାୟକଙ୍କୁ ବଣ୍ଟନ କରିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri