୩ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ୬,୫୩୯ ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ବୈଠକରେ ୩ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ସମ୍ପୃକ୍ତ ୩ଟି ପ୍ରକଳ୍ପରେ ମୋଟ ୧୭,୮୩୩କୋଟି ଟଙ୍କା ପୁଞ୍ଜିନିବେଶ ହେବାକୁ ଥିବାବେଳେ ଏଥିରେ ୬୫୩୯ ଜଣ ନିଯୁକ୍ତି ପାଇବେ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି। ହିଣ୍ଡାଲକୋରେ ୮ ହଜାର କୋଟି ଟଙ୍କା ନିବେଶ କରିବାକୁ ଥିବାବେଳେ ଏଥିରେ ୪୨୫୦ ଜଣ ନିଯୁକ୍ତି ପାଇବେ। ଏନଟିପିସି ସମ୍ପ୍ରସାରଣରେ ୭୬୯୮ କୋଟି ଟଙ୍କା ଏବଂ ସୁନ୍ଦରଗଡ଼ ରୁଙ୍ଗଟା ମାଇନ୍ସ ଇସ୍ପାତ ପ୍ରକଳ୍ପରେ ୨୧୩୫ କୋଟି ଟଙ୍କା ନିବେଶ କରାଯିବ। ଏହାଦ୍ୱାରା ୨୨୮୮ ଜଣ ନିଯୁକ୍ତି ପାଇବେ ବୋଲି ଶିଳ୍ପମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ ୬୫୯୯ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

ବଣ୍ଡାଘାଟିରେ ୧୨ ସଂକ୍ରମିତ

ମାଲକାନଗିରି,୧୬ା୫: ସବୁଠି ପହଞ୍ଚତ୍ୟାଉଛି କରୋନା। କେଉଁ ଅଞ୍ଚଳ ମଧ୍ୟ ଏହି ମହାମାରୀ ପାଇଁ ଆଉ ଅପହଞ୍ଚ ହୋଇ ରହିନାହିଁ। ମାଲକାନଗିରି ଜିଲାର ସୁଦୂର ବଣ୍ଡାଘାଟିରେ ମଧ୍ୟ...

କେନ୍ଦୁଝର ଜିଲା ପାଇଁ ଭାଜପା କ’ଣ କରିଛି: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୭।୪(ସ୍ବ.ପ୍ର.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଜିଲା ସଦର ନିିର୍ବାଚମଣ୍ଡଳୀ ଗସ୍ତ କରି ନିର୍ବାଚନୀ ପ୍ରଚାର କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀ...

ଟୋକନ୍‌-ଟାର୍ଗେଟ ମଧ୍ୟରେ ପେଷି ହେଉଛି ଚାଷୀ

ଖୋର୍ଦ୍ଧା ଅଫିସ,୧୯ା୨:ଖୋର୍ଦ୍ଧା ଜିଲାରେ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପଦାରେ ପଡ଼ିିଛି। ମଣ୍ଡିରେ ଧାନ ପଡ଼ିରହିଛି। ଚାଷୀ ଟୋକନ ପାଇ ସୁଦ୍ଧା ଧାନ...

ଦିଲ୍ଲୀରୁ ଫେରିଲେ ମୋକିମ: କହିଲେ ସଂଗଠନ ସୁଦୃଢ଼ ହେବା ନେଇ ଆଲୋଚନା ହୋଇଛି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବଦଳିବେ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନେତାଙ୍କ ଡକରା ପାଇ ଦିଲ୍ଲୀ...

ଲଘୁଚାପ ଉତ୍ତର ଭାରତ ମୁହାଁ

ଭୁବନେଶ୍ୱର,୧୮ା୮(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓଡ଼ିଶା ଉପକୂଳ ଛୁଇଁଛି । ଏହାର ପ୍ରଭାବରେ ସୋମବାର ରାତିଠାରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ...

କାମ ପାଇଁ ଯନ୍ତ୍ରୀ ଲାଞ୍ଚ ମାଗୁଥିବା ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ବର, ୫।୭(ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ଜଳସେଚନ ବିଭାଗ ଅନ୍ତର୍ଗତ ପ୍ରାଚୀ ଡିଭିଜନରେ କଟକ ଜ଼ିଲା କଂଗ୍ରେସ ପକ୍ଷରୁ ଅଭିନବ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା କଂଗ୍ରେସ...

ପରିବା ପାଇଁ ଗଲେ ନେଇପାରିବେନି ବାଇକ୍‌

ଭୁବନେଶ୍ୱର,୩୦ା୩(ବ୍ୟୁରୋ)- ଲକଡାଉନ ସମୟରେ ଅନେକ ଲୋକେ ପରିବା ପାଇଁ ଗଲେ ବାଇକ ନେଇଯାଉଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ପରିବା ଆଣିବା ନଁାରେ ସହର ବୁଲୁଛନ୍ତି। ଏହାକୁ...

Advertisement
Archives

Model This Week