୩ ବଖରା ଗଳିଗଲା

ଖଲ୍ଲିକୋଟ,୧୪ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ମାଣିକ୍ୟପୁର ପଞ୍ଚାୟତ ମାଟିଆ ସାହିରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଭସ୍ମୀଭୂତ ହୋଇଯାଇଛି । ଗ୍ରାମର ବାଉରୀ ପ୍ରଧାନ, ଜଗନ୍ନାଥ ପ୍ରଧାନ ଓ ସଙ୍କୁଳି ପ୍ରଧାନଙ୍କ ଘର ଜଳିଯାଇଛି। ନିଆଁ କିଭଳି ଲାଗିଲା ତାହା ଜଣାପଡ଼ିନାହିଁ। ଏହି ୩ ପରିବାରର ଚାଳଘର ସହ ଧାନ, ଚାଉଳ, ଆସବାବପତ୍ର ପୋଡ଼ି ପାଉଁଶ ହୋଇଛି। ଅଗ୍ନିକାଣ୍ଡ ଖବର ପାଇ ଖଲ୍ଲିକୋଟ ଦମକଳ ବାହିନୀ ବିଳମ୍ବରେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ । ସୋମବାର ସ୍ଥାନୀୟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତଙ୍କ ନିର୍ଦ୍ଦେଶକ୍ରମେ କହ୍ନେଇପୁର ଆରଆଇ ପଲିଥିନ ଓ କିଛି ବ୍ୟବହାରିକ ସାମଗ୍ରୀ ଯୋଗାଇଥିଲେ। ବର୍ତ୍ତମାନ ସୁଦ୍ଧା କୌଣସି ଜନ ପ୍ରତିନିଧି ବିପନ୍ନଙ୍କ ପାଖରେ ପହଞ୍ଚତ୍ ନ ଥିବା ବିପନ୍ନମାନେ କହିଛନ୍ତି । ସୋମବାର ଅପରାହ୍ନରେ ପ୍ରବଳ ବର୍ଷା ହେବାରୁ ପରିବାର ଲୋକେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri