Posted inଜାତୀୟ

୩ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ତିନି ବର୍ଷରେ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା ହୋଇଛି। କେନ୍ଦ୍ର ବର୍ହିିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନ ରାଜ୍ୟ ସଭାରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୧୬-୧୭ରେ ୭୬.୨୭ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। ୨୦୧୭-୧୮ରେ ଏହାର ପରିମାଣ ୯୯.୩୨ କୋଟି ଟଙ୍କା ଥିଲା। ୨୦୧୮-୧୯ରେ ଉଡାଣ ବାବଦକୁ ଖର୍ଚ୍ଚ ୭୯.୯୧ କୋଟି ଟଙ୍କା ଥିବାବେଳେ ୨୦୧୯-୨୦ ଆର୍ଥିକ ବର୍ଷର ତଥ୍ୟ ଏଯାଏ ଆସିପାରିନାହିଁ। ସେହିପରି ଦେଶ ଭିତରେ କେତେ ଟଙ୍କା ଖର୍ଚ୍ଚ ହୋଇଥିବା ପ୍ରଶ୍ନରେ ମନ୍ତ୍ରୀ କହିଥିଲେ, ଦେଶର ବିଭିନ୍ନ ସ୍ଥାନକୁ ଭିଭିଆଇପି ଏବଂ ଭିଆଇପିମାନେ ଆଇଏଏଫ ବିମାନ ଏବଂ ହେଲିକପ୍ଟରରେ ମାଗଣା ଯାତ୍ରା କରିବା ବ୍ୟବସ୍ଥା ରହିଛି। ସେହି ଆଧାରରେ ପ୍ରଧାନମନ୍ତ୍ରୀ ମାଗଣାରେ ଯାତ୍ରା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri