୩ ବର୍ଷର ଶିଶୁକନ୍ୟା ନିଖୋଜ, ତଦନ୍ତ ଚଳାଇଛି ପୋଲିସ

ଓଡଗାଁ, ୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ସାକେରୀ ହରିଜନ ସାହିରୁ ସୋମବାର ସକାଳୁ ଏକ ୩ ବର୍ଷର ଶିଶୁକନ୍ୟା ନିଖୋଜ ହୋଇଯିବା ଘଟଣା ସମସ୍ତଙ୍କୁ ଚକିତ କରିଛି ।
ସୂଚନା ଅନୁସାରେ, ପ୍ରକାଶ ନାୟକଙ୍କ ସ୍ତ୍ରୀ ସୋମବାର ସକାଳେ ପୋଖରୀକୁ ଗାଧୋଇ ଯିବା ପୂର୍ବରୁ ଝିଅକୁ ସାହିର ଅନ୍ୟ ଏକ ଦେଢ଼ବର୍ଷର ଶିଶୁପୁତ୍ର ସହ ଖେଳୁଥା କହି ଯାଇଥିଲେ। ହେଲେ ସେ ଫେରିବା ପରେ ଆଉ ଝିଅକୁ ପାଇ ନ ଥିଲେ । ଏ ନେଇ ସେମାନେ ବହୁ ଖୋଜାଖୋଜି କରିବା ପରେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଓ ଅଗ୍ନିଶମ କର୍ମଚାରୀ ନିକଟସ୍ଥ କୂଅ, ପୋଖରୀ ତଲାସ କରିଥିଲେ। ହେଲେ ଏଯାବତ୍‌ ଶିଶୁର କୌଣସି ସୂଚନା ମିଳିନାହିଁ। ଏ ନେଇ ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri