୩ ବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ନାବାଳକ

ଚିକିଟି,୨୨ା୧(ଡି.ଏନ.ଏ.)-ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଅଷ୍ଟମ ଶ୍ରେଣୀ ଛାତ୍ର ବଳାତ୍କାର କରିଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ମା’ଙ୍କ ଏତଲାକୁ ଭିତ୍ତି କରି କେ.ନୂଆଗାଁ ପୋଲିସ ନଂ. ୮/୨୦ରେ ମାମଲା ରୁଜୁ କରିଛି। ଉଭୟଙ୍କୁ ଡାକ୍ତରୀମାଇନା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ପ୍ରକାଶ ଯେ, ଗତ ୧୫ ତାରିଖରେ ଉକ୍ତ ଥାନା ଅଞ୍ଚଳରେ ରହୁଥିବା ଶିଶୁକନ୍ୟାଙ୍କୁ ପଡ଼ୋଶୀ ନାବାଳକ ଚକୋଲେଟ ଦେଇ ବଳାତ୍କାର କରିଥିଲେ। ଏହାକୁ ସ୍ଥାନୀୟ ଲୋକେ ଚପାଇଦେବାକୁ ଉଦ୍ୟମ କରୁଥିବା ବେଳେ ପୀଡ଼ିତାଙ୍କ ମା’ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ, ସମସ୍ୟା ଦେଖି କହିଲେ…

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ପି.ଅନ୍ବେଷା ରେଡ୍ଡୀ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ଗୁରୁବାର ପରିଦର୍ଶନ କରିଛନ୍ତି। ପ୍ରଥମେ ବେଳଖଣ୍ଡି ଗ୍ରାମର ଜଳମଗ୍ନ ବା ବୁଡି...

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ବଜେଟରେ କୃଷି ଏବଂ କୃଷକଙ୍କୁ ବଡ଼ ଗୁରୁତ୍ୱ: କୃଷି ପାଇଁ ଏତିକି କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଆହତ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ଜଂଘିରା ସେକସନ ହୁଣ୍ଡା ଗ୍ରାମରେ ବୁଧବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ...

ଗାଁ ପୋଖରୀରେ ବୁଡ଼ି ଭାଇ ଭଉଣୀ ମୃତ, ଅନ୍ୟ ଜଣେ ଶିଶୁ ଜୀବିତ

ଖଲ୍ଲିକୋଟ,୨୫।୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତର ମରେଇନୂଆଁ ଗାଁ’ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ଗାଧୋଉଥିବା ସମୟରେ ପୋଖରୀ...

ଶୌଚ ହେବାକୁ ଯାଇ ଦଳିଦେଲା ହାତୀ, ଚାଲିଗଲା ଜଣଙ୍କ ଜୀବନ

ବଣାଇ,୨୫ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡା ରେଞ୍ଜ ଅଧୀନସ୍ଥ ଜାମୁଦର ଗ୍ରାମରେ ଘଟିଛି ଏକ ଅଘଟଣ। ଶୌଚ ହେବାକୁ ଯାଇଥିବା ବ୍ୟକ୍ତି ହାତୀ...

ସପରିବାର ଆତ୍ମାହୁତି ଦେବାକୁ ଧମକ ଦେଇଥିଲେ ଗୀତାଞ୍ଜଳି, ବନପାଳ ଭାବେ ନିଯୁକ୍ତି ଦେଲା ବନବିଭାଗ

ଅମରପାଲି,୨୫ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆ ଯାଉ ନ...

ଦୁର୍ଘଟଣାରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ଦୁର୍ଘଟଣାଗ୍ରସ୍ତ କାରରୁ ଅଢେଇ ଲକ୍ଷ ଟଙ୍କା ଗାଏବ୍

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ରୋଡ଼ ସାଇମନ୍ଦିର ବ୍ରିଜ ନିକଟରେ ବୁଧବାର ଏକ କାର୍ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ବରଗଡ ଖୁଣ୍ଟପାଲି କଲେଜ ଅଧ୍ୟକ୍ଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri