ଭୁବନେଶ୍ୱର, ୩ା୭(ବ୍ୟୁରୋ): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନୁଦାନ ଅର୍ଥକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍ ଜାରି କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍ଶା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଏହି ନୋଟିସ୍ ହୋଇଛି। ରୁସା ପକ୍ଷରୁ ମିଳିଥିବା ସହାୟତା ରାଶି ଠିକ୍ ଉପାୟରେ ଖର୍ଚ୍ଚ ହୋଇ ନ ଥିବା କିମ୍ବା ଖର୍ଚ୍ଚ ହୋଇଥିଲେ ବି କାମ ମନ୍ଥର ଗତିରେ ଚାଲିଥିବାକୁ ଏହି ନୋଟିସ୍ ଜାରି କରାଯାଇଛି। ସୂଚନାଯୋଗ୍ୟ, କ୍ୟାମ୍ପସରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ତିନି ବିଶ୍ୱବିଦ୍ୟାଳୟକୁ ରୁସା ପକ୍ଷରୁ ଅନୁଦାନ ମିଳିଥିଲା। କିନ୍ତୁ ଏହି ଅର୍ଥ ବିନିଯୋଗରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ଆସିବା ପରେ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ଏକ ଟିମ୍ ଯାଞ୍ଚ କରି ଇତିମଧ୍ୟରେ ବିଭାଗକୁ ରିପୋର୍ଟ ପ୍ରଦାନ କରିଛି।
ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଟ୍ରେନ୍ ରହଣି
ଭୁବନେଶ୍ୱର,୨୦।୮(ଅଭିଜିତ ଦାସ):ଯାତ୍ରୀଙ୍କ ଚାହିଦା ଓ ସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ଷ୍ଟେଶନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ଗୁଡିକର ରହଣି ପାଇଁ ବ୍ୟବସ୍ଥା ହୋଇଛି।...

ପୋଲିସ ଛାଇରେ, ଆନ୍ଦୋଳନକାରୀ ଖରାରେ
ଭୁବନେଶ୍ୱର, ୧୭।୪ (ବ୍ୟୁରୋ): ବିଭିନ୍ନ ଦାବିନେଇ ଓଡିଶା ରାଜ୍ୟ ବିଦ୍ୟୁତ୍ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ଇଡ୍କୋ ଟାଓ୍ବାରସ୍ଥିତ ଟିପିସିଓଡିଏଲ୍ ଅଫିସ୍ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା।...

ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି
ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା...

ପୁଣି ଥାନାର ଦ୍ୱାରସ୍ଥ ହେଲେ ବିଦୁସ୍ମିତା
ଭୁବନେଶ୍ୱର,୮।୮(ବ୍ୟୁରୋ): ଠକେଇ ଅଭିଯୋଗ ନେଇ ପୁଣି ଖଣ୍ଡଗିରି ଥାନାର ଦ୍ୱାରସ୍ଥ ହୋଇଛନ୍ତି ଓଡ଼ିଆ ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ। ତାଙ୍କୁ ଏକ ରିଅଲ ଇଷ୍ଟେଟ କମ୍ପାନୀ ୨୫...

ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଦ୍ୱିତୀୟ ଦିବସ: କୁଚିପୁଡି, ଢାପ, ଗୋଟିପୁଅ ନୃତ୍ୟ ଆକର୍ଷଣ ସାଜିଲା
ଦେବଗଡ଼, ୧୮।୧(ଡି.ଏନ୍.ଏ.)- ଦେବଗଡ଼ ଜିଲାର ଅଗ୍ରଣୀ ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ଓ ଭକ୍ତବନ୍ଧୁ ଟ୍ରଷ୍ଟ ମିଳିତ ଆନୁକୂଲ୍ୟରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଜିଲାସ୍ତରୀୟ ନୂପୁର...

ଏସ୍ଆରସିଙ୍କୁ ଭେଟିଲା ରାଜ୍ୟ ଭାଜପା
ଭୁବନେଶ୍ୱର,୨୨।୮(ବ୍ୟୁରୋ): ଏସ୍ଆରସି ପ୍ରଦୀପ କୁମାର ଜେନାଙ୍କୁ ଭେଟିଲା ରାଜ୍ୟ ଭାଜପା। ପୁରୀ ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବା ପରେ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ...

ସେରମ୍ ଇନ୍ଷ୍ଟିଚ୍ୟୁଟ୍ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କରୋନା ଟିକା ପାଇଁ ଓଡ଼ିଶାକୁ ପ୍ରାଥମିକତା ଦେବାକୁ ଲୋଡ଼ିଲେ ସହଯୋଗ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ସେରମ୍ ଇନଷ୍ଟିଚ୍ୟୁଟ୍ର ସିଇଓ ଅଦର ପୁନାୱାଲାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଥା ହୋଇଛନ୍ତି। କୋଭିଡ୍ ଟିକା ଅଗ୍ରଗତି ବିଷୟରେ ପୁନାଓ୍ବାଲାଙ୍କ ସହ...

ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ସୁରଜ ସମ୍ମାନ
ଭୁବନେଶ୍ୱର,୧୩।୮(ବ୍ୟୁରୋ)-ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ମିଳିଛି ସୁରଜ ସମ୍ମାନ। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଙ୍ଗଦାନ କରିଥିବା ମହିଳାଙ୍କ ପରିବାରଙ୍କୁ...