୩ ବ୍ଲକରେ ୯୩୨୬ ହେକ୍ଟର ଫସଲ କ୍ଷତି

ବରଗଡ଼ ଅଫିସ୍‌,୨୨ା୪: ବରଗଡ଼ ଜିଲାରେ ମଙ୍ଗଳବାର ଅପରାହ୍ନରେ କରାମାଡ଼ ହୋଇଥିଲା। ଏଥିରେ ବରଗଡ଼, ବରପାଲି ଏବଂ ଅତାବିରା ବ୍ଲକର ୯୩୨୬ ହେକ୍ଟର ଜମିରେ ଧାନ ଫସଲ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ପ୍ରଭାବିତ ହୋଇଥିବା କୃଷିବିଭାଗ ଆକଳନରୁ ଜଣାପଡ଼ିଛି। ବରଗଡ଼ ବ୍ଲକର ଖଣ୍ଡହଥା, ଅଡ଼ଗାଁ, କୁରୁଆଁ, ଗାଈସୀମା, ଖୁଣ୍ଟପାଲି, ତୁମଗାଁ ପଞ୍ଚାୟତର ୧୦ ଗ୍ରାମ, ବରପାଲି ବ୍ଲକର କୁମ୍ଭାରୀ, କନବାର, ବାଗବାଡ଼ି, ଲେଣ୍ଡା, କୁଶନପୁରୀ, ବରମକେଲା, ବନ୍ଧପାଲି, ଗୋପେଇପାଲି ଆଦି ପଞ୍ଚାୟତର ୧୮ ଏବଂ ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା, ବୁଗବୁଗା, ଜହ୍ନାପଡ଼ା, କୁଲୁଣ୍ଡା, ଟାମ୍ପରସରା, କୁଲିତା ଟୁକୁରା ଏବଂ କାଦୋବାହାଲ ପଞ୍ଚାୟତର ୧୯ଗ୍ରାମରେ ଧାନ ଫସଲ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ କ୍ଷତିଗ୍ରସ୍ତ ହୋଇଛି। ବୁଧବାର କୃଷି ଓ ରାଜସ୍ବ ବିଭାଗର ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ ସହିତ ଫସଲକ୍ଷତି ଆକଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଇଲାଣି କଟକ ବେହେରା ସାହି: ଆଉ ୫୭ ପଜିଟିଭ ଚିହ୍ନଟ

କଟକ ଅଫିସ, ୩।୮: କଟକ ସହରରୁ ସୋମବାର ୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୮...

ଜିଲାରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ: ୪ ମହିଳା, ଜଣେ ପୁରୁଷ; ୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି।...

ଦର୍‌ଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରମିକ, କୃଷକ

ଦିଗପହଣ୍ଡି,୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ବୁଧବାର ବାମପନ୍ଥୀ ସଙ୍ଗଠନ ସିପିଆଇ (ଏମ୍‌) ପକ୍ଷରୁ ଦରଦାମ ବୃଦ୍ଧି ବିରୋଧରେ ପ୍ରତିବାଦ କରାଯାଇଛି। ସିପିଆଇ...

୮ ମାସ ହେଲା କାମ ନ କରି ଦରମା ପାଉଛନ୍ତି ସହକାରୀ ଯନ୍ତ୍ରୀ

ରାୟଗଡ଼ା ଅଫିସ, ୨ା୯:ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଉନ୍ନୟନ ବିଭାଗରେ ବିଭିନ୍ନ ଅବ୍ୟବସ୍ଥା ଲାଗିରହିଛି। ଜାନୁୟାରୀ ୧୯ରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ ପ୍ରତ୍ୟୁଷ କୁମାର...

ଜଗତ୍‌ସିଂହପୁର ଜିଲା ମହୋତ୍ସବ ବାତିଲ

ଜଗତ୍‌ସିଂହପୁର ଅଫିସ, ୧୮ା୩: ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଜଗତ୍‌ସିଂହପୁର ଜିଲା ମହୋତ୍ସବ କଲ୍ଲୋଳ-୨୦୨୦ ଅନୁଷ୍ଠିତ ହେବାର ଥିଲା। ଏନେଇ ୨ଥର ପ୍ରସ୍ତୁତି ବୈଠକ...

ପ୍ରବାସୀ ଓଡ଼ିଆଙ୍କୁ ଫେରେଇ ଆଣିବାକୁ ଗଞ୍ଜାମ ଜିଲାପାଳଙ୍କୁ ଗୁହାରି

ଗଞ୍ଜାମ,୧୬।୫(ଡି.ଏନ୍‌.ଏ.): କରୋନା ଭୂତାଣୁ ପାଇଁ ସବୁ ଆଡ଼େ କାମ ଧନ୍ଦା ବନ୍ଦ ହୋଇଯାଇଛି। ରାଜ୍ୟ ବାହାରେ ଥିବା ଲୋକମାନେ ପ୍ରାଣ ବିକଳରେ ନିଜ ରାଜ୍ୟକୁ ଫେରୁଛନ୍ତି।...

ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ

ଅନୁଗୋଳ ଅଫିସ, ୭।୩: ଅନୁଗୋଳ ସଦର ଥାନା ଆମ୍ବପାଳ ଗ୍ରାମର ସଭାପତି ବାଳକୃଷ୍ଣ ନାୟକ (୫୮)ଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା କରାଯିବା ଅଭିଯୋଗର ତଦନ୍ତକୁ...

ମୃତଦେହ ରଖିବାକୁ ମର୍ଚୁରି ନାହିଁ

କାମାକ୍ଷାନଗର, ୩୧।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ମର୍ଚୁରି ନାହିଁ। ଫଳରେ ଅକସ୍ମାତ ମୃତ୍ୟୁ ଘଟୁଥିବା ରୋଗୀ ଏବଂ ପରିଚୟ ନ ଥିବା ମୃତଦେହଗୁଡ଼ିକ ଘଣ୍ଟାଘଣ୍ଟା...

Advertisement
Archives

Model This Week