୩ ବ୍ୟାଙ୍କକୁ ୮୬୫୫ କୋଟି ଟଙ୍କାର ପୁଞ୍ଜି

ନୂଆଦିଲ୍ଲୀ,୨୮-୧୨: ସରକାର ୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଲାଗି ୮୬୫୫ କୋଟି ଟଙ୍କାର ପୁଞ୍ଜି ସହାୟତା ଘୋଷଣା କରିଛନ୍ତି। ଏହା ମଧ୍ୟରେ ଆଲ୍ଲାହାବାଦ ବ୍ୟାଙ୍କ, ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଏବଂ ୟୁକୋ ବ୍ୟାଙ୍କ ରହିଛି। ଅର୍ଥ ମନ୍ତ୍ରଣାଳୟ ଆଲ୍ଲାହାବାଦ ବ୍ୟାଙ୍କକୁ ୨,୧୫୩ କୋଟି, ୟୁକୋ ବ୍ୟାଙ୍କକୁ ୨,୧୪୨ କୋଟି ଏବଂ ଇଣ୍ଡିଆନ ଓଭରସିଜ ବ୍ୟାଙ୍କକୁ ସର୍ବାଧିକ ୪,୩୬୦ କୋଟି ଟଙ୍କା ପ୍ରଦାନ କରିଛି। କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ପୁଞ୍ଜି ପ୍ରଦାନ ଯୋଜନାରେ ସରକାର ଏଭଳି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପୁଣି ୨୦ ହଜାର କୋଟିର ଠକେଇ

ନୂଆଦିଲ୍ଲୀ: କରୋନା ଯୋଗୁ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ବର୍ତ୍ତମାନ ବିଭିନ୍ନ ସମସ୍ୟାର ସାମ୍ନା କରୁଛନ୍ତି। ଏଭଳି ସ୍ଥିତିରେ ବ୍ୟାଙ୍କଗୁଡିକରେ ପୁଣି ୧୯,୯୬୪ କୋଟି ଟଙ୍କାର ଠକେଇ...

୧୦୦ ଟ୍ରିଲିୟନ୍‌ ଡଲାର ଟପିବ ବିଶ୍ୱ ଅର୍ଥନୀତି

ଲଣ୍ଡନ,୨୭ା୧୨: କୋଭିଡ୍‌-୧୯ ମହାମାରୀ ସାରା ବିଶ୍ୱର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଥିବାବେଳେ ରାଷ୍ଟ୍ରଗୁଡ଼ିକ ଏବେ ଅଣ୍ଟା ସଳଖି ଛିଡ଼ାହେବା ଆରମ୍ଭ କରିଛନ୍ତି। ହେଲେ କ୍ରମବର୍ଦ୍ଧିଷ୍ଣୁ ମୁଦ୍ରାସ୍ଫୀତି...

ନକଲି ସାମଗ୍ରୀ ବିକ୍ରିରୁ ବାର୍ଷିକ କ୍ଷତି ହେଉଛି ୧ ଲକ୍ଷ କୋଟି

ନୂଆଦିଲ୍ଲୀ,୧୨-୮: ବିଭିନ୍ନ କ୍ଷେତ୍ରରେ ନକଲି ସାମଗ୍ରୀ ବିକ୍ରି ଯୋଗୁ ଦେଶକୁ ପ୍ରତିବର୍ଷ ପ୍ରାୟ ୧.୦୫ ଲକ୍ଷ କୋଟି ଟଙ୍କା କ୍ଷତି ସହିବାକୁ ପଡୁଛି। ଏହାକୁ ରୋକିବା...

ଖେଳନା ଶିଳ୍ପରେ ଦେଶର ଶକ୍ତି ଲୁଚି ରହିଛି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଭିଡିଓ କନଫେରେନ୍ସିଂ ଜରିଆରେ ଭାରତୀୟ ଖେଳଣା ମେଳା ଉଦଘାଟନ କରିଛନ୍ତି। ଏହି ମେଳାର ଉଦଘାଟନୀ ଉସତ୍ବରରେ ପ୍ରଧାନମନ୍ତ୍ରୀ କହିଛନ୍ତି...

ଉତ୍ପାଦନ ୧୮% ହ୍ରାସ କଲା ମାରୁତି ସୁଜୁକି

ନୂଆଦିଲ୍ଲୀ,୧୧-୬: ଦେଶର ପ୍ରମୁଖ କାର୍‌ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଗତ ମାସରେ ଏହାର ଉତ୍ପାଦନକୁ ୧୮% କମାଇଛି। ଗତ ୪ ମାସ ଧରି କମ୍ପାନୀ...

ଜିଏସ୍‌ଟି ଫାଙ୍କୁଛନ୍ତି କ୍ରିପ୍ଟୋ ଏକ୍ସଚେଞ୍ଜ

ନୂଆଦିଲ୍ଲୀ,୨୯।୩ ଭାରତରେ ଡିଜିଟାଲ କରେନ୍ସି ଓ କ୍ରିପ୍ଟୋକୁ ନେଇ ଅନେକ ଚର୍ଚ୍ଚା ଲାଗି ରହିଛି। କେବେ ଏହାର ପ୍ରଚଳନ ନିଷିଦ୍ଧକୁ ନେଇ ତ ଆଉ କେତେବେଳେ...

ସେପ୍ଟେମ୍ବରରେ ଯାତ୍ରୀବାହୀ ଯାନ ବିକ୍ରି ୨୪% ହ୍ରାସ

ନୂଆଦିଲ୍ଲୀ,୧୨-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ଯାତ୍ରୀବାହୀ ଯାନ ବିକ୍ରି ୨୩.୬୯% ହ୍ରାସ ଘଟିଛି। ଏହି ସମୟରେ ୨,୨୩,୩୧୭ ୟୁନିଟ ଯାନ ବିକ୍ରି ହୋଇଛି।...

ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କକୁ ଷ୍ଟକ୍‌ ମାର୍କେଟରେ ସାମିଲ ଯୋଜନା

ନୂଆଦିଲ୍ଲୀ,୨୯-୭: କେନ୍ଦ୍ର ସରକାର ଚଳିତ ଆର୍ଥିକ ବର୍ଷରେ ଆର୍ଥିକ ଦୃଷ୍ଟିରୁ ଶକ୍ତିଶାଳୀ ୩ରୁ୪ ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ(ଆର୍‌ଆର୍‌ବି)କୁ ଷ୍ଟକ୍‌ମାର୍କେଟରେ ତାଲିକାଭୁକ୍ତ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ପ୍ରାପ୍ତ...

Advertisement
Archives

Model This Week