Posted inରାଜ୍ୟ

୩ ମନ୍ତ୍ରୀଙ୍କୁ ରଥଯାତ୍ରା ତଦାରଖ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି। ରଥଯାତ୍ରା ତଦାରଖ ଓ ସୁପରିଚାଳନା ପାଇଁ ନବୀନ ଆଇନ ମନ୍ତ୍ରୀ ପ୍ରତାପ ଜେନା, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଓ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାଶ ବର୍ମାଙ୍କୁ ନିଳାଦ୍ରୀ ବିଜେ ଯାଏ ପୁରୀରେ କ୍ୟାମ୍ପ କରି ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?