Posted inଜାତୀୟ

୩ ମାସରେ ସୂଚନା କମିଶନର ନିଯୁକ୍ତି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭ା୧୨(ପି.ଟି.)- ୩ ମାସ ମଧ୍ୟରେ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି) ଏବଂ ରାଜ୍ୟ ସୂଚନା ଆୟୋଗ (ଏସ୍‌ଆଇସି)ଗୁଡ଼ିକରେ ସୂଚନା କମିଶନର ନିଯୁକ୍ତି ଲାଗି ସୁପ୍ରିମକୋର୍ଟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅଧିକାର ଆଇନର ଅପବ୍ୟବହାର ରୋକିବା ଲାଗି ଗାଇଡଲାଇନ୍ସର ଆବଶ୍ୟକତା ଥିବା ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମତ ଦେଇଛନ୍ତି। ଫେବୃୟାରୀ ୧୫ରେ ସର୍ବୋଚ୍ଚ ଅଦାଲତଙ୍କ ରାୟ ସତ୍ତ୍ୱେ ଏପର୍ଯ୍ୟନ୍ତ ସିଆଇସି ଏବଂ ଏସ୍‌ଆଇସିଗୁଡ଼ିକରେ ସରକାର ସୂଚନା କମିଶନର ନିଯୁକ୍ତି ଦେଇ ନ ଥିବା ଆଇନଜୀବୀ ପ୍ରଶାନ୍ତ ଭୂଷଣ ଖଣ୍ଡପୀଠଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଲାଗିଲା ପୋଷ୍ଟର: ପାକିସ୍ତାନୀ, ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା ଦେଲେ ମିଳିବ ୫ହଜାର ଟଙ୍କା

ମୁମ୍ବାଇ,୨୮।୨: ମହାରାଷ୍ଟ୍ରରେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌)ଅବୈଧ ପାକିସ୍ତାନୀ ଓ ବାଲାଂଦେଶୀଙ୍କ ବିରୋଧରେ ଏକ ମୋର୍ଚ୍ଚା ବାହାର କରିଛି। ଏମ୍‌ଏନ୍‌ଏସ୍‌ ପୁରା ମହାରାଷ୍ଟ୍ରରେ ଏକ ପୋଷ୍ଟର...

‘କଂଗ୍ରେସ ମୁକ୍ତ ଭାରତ’ ପରିବର୍ତ୍ତେ ‘ଭାଜପା ମୁକ୍ତ’ ହେବାକୁ ଯାଉଛି ଦେଶ: ଶିବସେନା

ମୁମ୍ବାଇ, ୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ହୋଇଛି। ଏନେଇ ଶିବସେନା ଭାଜପାକୁ କଡ଼ା ସମାଲୋଚନା କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଏକ...

ଆଜମ୍‌ ଖାଁଙ୍କୁ ଝଟ୍‌କା: ରଦ୍ଦ ହେଲା ଅବଦୁଲାଙ୍କ ବିଧାୟକ ପଦ

ଲକ୍ଷ୍ନୌ,୧୬।୧୨: ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାଁଙ୍କୁ ବଡ଼ ଝଟ୍‌କା ଲାଗିଛି। ସୋମବାର ଆହ୍ଲାବାଦ୍‌ ହାଇକୋର୍ଟ ତାଙ୍କ ପୁଅ ଅବଦୁଲା ଆଜମ୍‌ଙ୍କ ବିଧାୟକ ପଦକୁ ରଦ୍ଦ...

ନିଟ୍‌ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଜୀବନ ହାରିଲେ ୩ ଛାତ୍ରୀ

ନୂଆଦିଲ୍ଲୀ,୭।୬: ନିଟ୍‌ (NEET) ପରୀକ୍ଷାରେ ଅକୃତ କାର୍ଯ୍ୟ ହେବାରୁ ଏବେସୁଦ୍ଧା ୩ ଜଣ ଛାତ୍ରୀ ଜୀବନ ହାରିଥିବା ସୂଚନା ମିଳିଛି। ଗୁରୁବାର ତାମିଲନାଡୁର ଭିଲୁପୁରମରେ ୧୮...

ବିବେକ ଜୋହ୍‌ରି ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ୍‌, ୧ା୯(ପି.ଟି.): ଆଇପିଏସ୍‌ ଅଫିସର ବିବେକ କୁମାର ଜୋହ୍‌ରି ଶନିବାର ବିଏସ୍‌ଏଫ୍‌ର ୨୫ତମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଏସ୍‌ଏଫ୍‌ ମୁଖ୍ୟାଳୟଠାରେ ୧୯୮୪ ବ୍ୟାଚ୍‌...

ଜେଲରେ କଏଦୀଙ୍କ ଆତ୍ମହତ୍ୟା: ପେଟରୁ ମିଳିଲା ସୁଇସାଇଡ୍‌ ନୋଟ୍‌

ମୁମ୍ବାଇ, ୧୬।୧୦: ମହାରାଷ୍ଟ୍ରର ନାସିକ ସେଣ୍ଟ୍ରାଲ ଜେଲରେ ଜଣେ କଏଦୀ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଆଜୀବନ କାରାଦଣ୍ଡ ଭୋଗୁଥିବା ଅସଗର ଅଲି...

୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌: ସେନାର ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ...

ଫସଲ ବିକି ୫୦ ହଜାର ଟଙ୍କା ସାଇତି ରଖିଥିଲେ କୃଷକ, ମୂଷା ଟିକି ଟିକି କରିଦେଲା

ଚେନ୍ନାଇ,୨୨।୧୦: ତାମିଲନାଡୁର କୋଏମ୍ବାଟୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ଫସଲ ବିକି ୫୦ ହଜାର ଟଙ୍କା ଜଣେ କୃଷକ ବାକ୍ସରେ ସାଇତି ରଖିଥିବାବେଳେ ତାକୁ...

BGU
Play 250+ Trending Games
Archives

Model This Week

Why Dharitri