Posted inଜାତୀୟ

୩ ମାସ ପରେ ଜମ୍ମୁ-କଶ୍ମୀରରେ ଆରମ୍ଭ ହେଲା ରେଳ ସେବା

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ୩ ମାସ ପରେ ରେଳ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏଠାରେ ଅଗଷ୍ଟ ୫ଠାରୁ ଉତ୍ତର କଶ୍ମୀରର ବାରମୁଳାରୁ ଦକ୍ଷିଣ କଶ୍ମୀରର ବନିହାଲ ପର୍ଯ୍ୟନ୍ତ ରେଳ ସେବାକୁ ସୁରକ୍ଷା ଦୃଷ୍ଟିରୁ ବନ୍ଦ କରାଯାଇଥିଲା। ସେହିପରି ଅଯୋଧ୍ୟା ରାୟ ପ୍ରକାଶକୁ ନେଇ ଏଠାରେ ସ୍କୁଲ କଲେଜ ବନ୍ଦ କରାଯାଇଥିଲା। ତେବେ ସ୍କୁଲ କଲେଜ ସୋମବାରଠାରୁ ପୁଣି ଖୋଲା ଯାଇଛି। ଆବଶ୍ୟକତାଙ୍କ ଦୃଷ୍ଟିରେ ରଖି କେତେକ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବାର ସମ୍ଭାବନା ଥିବା ଜମ୍ମୁ ସଂଭାଗର କମିଶନର ସଞ୍ଜିବ ବର୍ମା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୭: ଦଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର...

ସଂଳାପ ଲେଖକ ଜନ୍‌ ପଲ୍‌ଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୪: ପ୍ରଖ୍ୟାତ ମାଲାୟଲମ ସଂଳାପ ଲେଖକ ଜନ୍‌ ପଲ୍‌ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟ...

ଅମିତ ଶାହାଙ୍କ ଆରୋଗ୍ୟ କାମନା କରି ଉପବାସ ରଖିବେ ଏହି ମୁସଲମାନ ବ୍ୟକ୍ତି

ଶ୍ରୀନଗର,୩।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇ ଏବେ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଚିକତ୍ସିତ ହେଉଛନ୍ତି । ତାଙ୍କ ଆରୋଗ୍ୟ କାମନା କରି...

ଚାଇନା ସହ ନା ରହିଛି ଯୁଦ୍ଧର ସ୍ଥିତି ନା ରହିଛି ଶାନ୍ତିର ସ୍ଥିତିି: ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୯ ।୯: ଚାଇନା ସହ ଲାଗି ରହିଥିବା ସୀମା ବିବାଦ ମଧ୍ୟରେ ଉତ୍ତର ସୀମାରେ ଲାଗି ରହିଥିବା ଉତ୍ତେଜନା କମିବାର ନାଁ ନେଉନି । ଏହାକୁ...

‘ସାଇକେଲ’ ଚିହ୍ନରେ ଭୋଟ ଦେଇ ମୋଦିଙ୍କୁ ଜିତାନ୍ତୁ: ଭାଜପା ନେତା

ନୂଆଦିଲ୍ଲୀ,୨୨।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପସ୍ଥିତିରେ ରବିବାର ଆୟୋଜିତ ହୋଇଥିଲା ଏକ ନିର୍ବାଚନୀ ସଭା। ଏଥିରେ ଯୋଗ ଦେଇଥିଲେ ଭାଜପା ନେତା ନରେଶ...

ଗଲ୍‌ଓ୍ବାନକୁ ନେଇ ଟଣାଓଟରା

ନୂଆଦିଲ୍ଲୀ, ୨୧ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଚାଇନା ଏହାକୁ ନିଜ ଅଞ୍ଚଳ କହି ଭାରତକୁ ଅନୁପ୍ରବେଶ ଲାଗି...

ସତର୍କ ରୁହନ୍ତୁ, ଆର୍‌ଟି-ପିସିଆର୍‌ ରିପୋର୍ଟ ନେଗେଟିଭ୍‌ ହେଲେ ବି ହେବ କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ସଂକ୍ରମଣ ରୋକିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ...

ରବିବାର ସକାଳ ୬ଟା ୫୧ରୁ ଚନ୍ଦ୍ରାୟନ-୨ର ୨୦ ଘଣ୍ଟିଆ କାଉଣ୍ଟ୍‌ ଡାଉନ୍‌

ନୂଆଦିଲ୍ଲୀ,୧୩।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ।...

Advertisement
Archives

Model This Week