୩ ରାଷ୍ଟ୍ରାୟତ୍ତ କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩-୨: ରାଷ୍ଟ୍ରାୟତ୍ତ କ୍ଷେତ୍ରର ୩ ସାଧାରଣ ବୀମା କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ କମିଟି ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି। ଏହି କମ୍ପାନୀଗୁଡିକ ମଧ୍ୟରେ ଓରିଏଣ୍ଟାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ, ନ୍ୟାଶନାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ, ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ଏହା ମଧ୍ୟରେ ସାମିଲ ରହିଛି। ଏହା ବ୍ୟତୀତ ଏହି କମ୍ପାନୀଗୁଡିକର ଜଟିଳ ଆର୍ଥତ୍କ ସ୍ଥିତି ଏବଂ ନିୟାମକ ଋଣ ପରିଶୋଧ କ୍ଷମତା ଆବଶ୍ୟକତାର ଉଲ୍ଲଙ୍ଘନକୁ ଦୃଷ୍ଟି ଦେଇ ତୁରନ୍ତ ୨୫୦୦ କୋଟି ଟଙ୍କାର ଅର୍ଥରାଶି ଜାରି କରିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଜ୍‌ ଅଫ୍‌ ଡୁଇଁ ବିଜନେସ ଲାଗି ଆସିବ ପଦକ୍ଷେପ

ନୂଆଦିଲ୍ଲୀ,୩୦।୮: ବୋର୍ଡ ରିପୋର୍ଟରେ ଅସଙ୍ଗତି କିମ୍ବା ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ରେ ବିଳମ୍ବ ହେଲେ ଜେଲ୍‌ ଦଣ୍ଡ ଭୋଗିବାକୁ ପଡିବ ନ ପାରେ। ଜିଏସ୍‌ଟିର ବିଭିନ୍ନ ଆଇନକୁ...

୧୫ ଏପ୍ରିଲରୁ ବିମାନସେବା ଯୋଗାଇବ ଏୟାର ଏସିଆ

ନୂଆଦିଲ୍ଲୀ,୪-୪: ବର୍ତ୍ତମାନ ଲକଡାଉନ ପାଇଁ ସାରା ଦେଶରେ ବିମାନ ସେବା ବନ୍ଦ ରହିଛି। ଚଳିତ ମାସ ୧୫ରୁ ପୁଣିଥରେ ବିମାନ ସେବା ଆରମ୍ଭ କରିବା ନେଇ...

୮ ମାସରେ ସୁଧୁରିପାରେ ଏମ୍‌ଏସ୍‌ଏମ୍‌ଇ ସ୍ଥିତି

ନୂଆଦିଲ୍ଲୀ,୧୨।୮: କୋଭିଡ୍‌ ଯୋଗୁ ବର୍ତ୍ତମାନ ଦେଶର ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। କ୍ଷୁଦ୍ରଶିଳ୍ପର ସ୍ଥିତିରେ ସୁଧାର ଆସିବା ଲାଗି ଅନ୍ତତଃ...

ଜିରୋ ବାଲାନ୍ସ ଆକାଉଣ୍ଟରୁ ୩୦୦ କୋଟି ଆଦାୟ

ନୂଆଦିଲ୍ଲୀ,୧୨।୪:  ଜିରୋ ବାଲାନ୍ସ କିମ୍ବା ବେସିକ ସେଭିଂ ବ୍ୟାଙ୍କ ଡିପୋଜିଟ୍‌ ଆକାଉଣ୍ଟ (ବିଏସ୍‌ବିଡିଏ)ରେ କିଛି ସେବା ଯୋଗାଣ ଲାଗି ବ୍ୟାଙ୍କଗୁଡିକ ସାଧାରଣ ଲୋକଙ୍କଠାରୁ ଅତ୍ୟଧିକ ପରିପାଣର ଚାର୍ଜ...

ପବ୍ଲିକ୍‌ ଟେକ୍‌ ପ୍ଲାଟଫର୍ମରୁ ମିଳିବ ୧.୬୦ଲକ୍ଷ ଯାଏଁ ଋଣ

ନୂଆଦିଲ୍ଲୀ,୧୭।୮: ପବ୍ଲିକ୍‌ ଟେକ୍‌ ପ୍ଲାଟଫର୍ମରୁ ସହଜରେ ମିଳିପାରିବ ଋଣ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ) ଗୁରୁବାର ଠାରୁ ପବ୍ଲିକ ଟେକ ପ୍ଲାଟଫର୍ମର ପାଇଲଟ ପ୍ରୋଜେକ୍ଟ ଆରମ୍ଭ...

ଅଟୋ ଶିଳ୍ପରେ ଚାକିରି ହରାଇଛନ୍ତି ୩.୪୫ ଲକ୍ଷ

ନୂଆଦିଲ୍ଲୀ: କରୋନା ମହାମାରୀକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଥିଲେ। ଏହାଦ୍ୱାରା ଦେଶର ଅଟୋମୋବାଇଲ ଶିଳ୍ପରେ ୩.୪୫ ଲକ୍ଷ ନିଯୁକ୍ତି ହରାଇଛନ୍ତି।...

ବଦଳିପାରେ ଏଟିଏମ୍‌ରୁ ଟଙ୍କା କାଢ଼ିବା ନିୟମ; ଦୁଇଟି ଉଠାଣ ମଧ୍ୟରେ ୬-୧୨ ଘଣ୍ଟା ସମୟ ଧାର୍ଯ୍ୟ ବିଚାର

ନୂଆଦିଲ୍ଲୀ,୨୮-୮: ଏଟିଏମ୍‌ରୁ ଟଙ୍କା ଉଠାଇବା ଆଜି ସାଧାରଣ ଘଟଣା ହୋଇଗଲାଣି। ତେବେ ଏହା ସାଙ୍ଗକୁ ଏଟିଏମ୍‌ ଠକାମୀ ମଧ୍ୟ ସେହି ଅନୁପାତରେ ବଢ଼ିବାରେ ଲାଗିଛି। ଗ୍ରାହକଙ୍କୁ...

ଜିଡିପିର ନୂଆ ବେସ୍‌ ଇୟର ନିଷ୍ପତ୍ତି ଶୀଘ୍ର

ନୂଆଦିଲ୍ଲୀ,୬-୧୧: ମୋଟ ଘରୋଇ ଉତ୍ପାଦ(ଜିଡିପି)ର ନୂଆ ବେସ୍‌ ଇୟର ନେଇ ସରକାର ଆଉ କିଛି ମାସ ମଧ୍ୟରେ ନିଷ୍ପତ୍ତି ନେବେ। ବର୍ତ୍ତମାନ ଜିଡିପି ଲାଗି ବେସ୍‌...

Advertisement
Archives

Model This Week