ବନ୍ତ, ୮ା୪(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଧୀନ କେନ୍ଦୁଆପଦା ଓ ତୋଡଗାଁ ବଜାରରେ ସୋମବାର ୩ ଜଣ ଦୋକାନୀ ଲକ୍ ଡାଉନ୍ ଆଇନ ଊଲ୍ଲଂଘନ କରିବାରୁ ସେମାନଙ୍କ ନାମରେ ମାମଲା ରୁଜୁ ହୋଇଛି ା କେନ୍ଦୁଆପଦା ବଜାରର ଜଳଖିଆ ଦୋକାନୀ ଦିଗନ୍ତ ଧଳ ଏବଂ ତୋଡଗାଁ ବଜାରର ଜଳଖିଆ ଦୋକାନୀ ହୃଷିକେଶ ନାୟକ, ପାନଦୋକାନୀ ସୁରେନ୍ଦ୍ର ବେହେରାଙ୍କ ନାମରେ ଦୁଇଟି ପୃଥକ ମାମଲା (ନଂ.୨୨୮/୨୦), (ନଂ.୨୨୯/୨୦) ରୁଜୁ ହେବା ସହ ସେମାନଙ୍କ ଦୋକାନକୁ ସିଲ୍ କରାଯାଇଛି ା ମଙ୍ଗଳବାର ସକାଳେ ଲକ୍ ଡାଉନ୍ ଆଇନ ଉଲ୍ଲଂଘନ ଅଭିଯୋଗରେ କେନ୍ଦୁଆପଦା ଫାଣ୍ଡି ପୋଲିସ ୧୩ଟି ବାଇକକୁ ଜବତ କରିଛି ା ସେହିପରି ବନ୍ତ ପୋଲିସ ପକ୍ଷରୁ ଥାନା ଛକ ସମେତ ବିଭିନ୍ନ ସ୍ଥାନରେ ଗାଡି ଚେକିଂ କରାଯାଇଛି ା କୌଣସି କାର୍ଯ୍ୟ ନଥାଇ ବାହାରେ ବୁଲାବୁଲି କରୁଥିବା ବାଇକ୍ ଚାଳକଙ୍କ ଠାରୁ ୨ ହଜାର ଏବଂ ଚାରି ଚକିଆ ଯାନଠାରୁ ୫ ହଜାର ଜରିମାନା ଆଦାୟ କରାଯିବ ବୋଲି ପୋଲିସ କହିଛି ା
Posted inଆମ ଜିଲା ଖବର, ଭଦ୍ରକ View All
ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…
ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ
ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…
ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…
ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…
ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…
ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…
ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…
ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ
ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…
ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…
ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…
Archives

