୩ ଶିକାରୀ ଗିରଫ, ୨ ବନ୍ଧୁକ ଜବତ

ଔପଦା,୧୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବନବିଭାଗ ତରଫରୁ ଶୁକ୍ରବାର ବିଳମ୍ବିତ ରାତିରେ ୩ଜଣ ଶିକାରୀଙ୍କୁ ଗିରଫ କରାଯିବା ସହିତ ୨ଟି ଗୁଳି ଭର୍ତ୍ତି ବନ୍ଧୁକ ଜବତ କରାଯାଇଛି। ସେମାନେ ହେଲେ ବନ୍ଦସାହି ଗ୍ରାମର ଅଜୟ ନାଇକ (୨୨), ବାଙ୍ଗରୁ ନାଇକ (୨୪), ଦାଢ଼ିଆସାହି ଗ୍ରାମର ସାଗର ସିଂ (୧୮)। ରେଞ୍ଜର ବବିତା ସୋରେନଙ୍କ ନିର୍ଦ୍ଦେଶକ୍ରମେ ଫରେଷ୍ଟଗାର୍ଡ଼ ବବିତାରାଣୀ ମହାକୁଡ଼ ଓ ସବୁଜ ବାହିନୀ କର୍ମଚାରୀ ଦେବେନ୍ଦ୍ର ରାଉତ, ପର୍ଶୁରାମ ମହାନ୍ତି ଓ ରମାକାନ୍ତ ବାରିକ ସଦଳବଳେ ରାତି ପ୍ରାୟ ୧ଟା ୩୦ମିନିଟ୍‌ରେ କୁଳଡ଼ିହା ଅଭୟାରଣ୍ୟ ବାଘଆମ୍ପୁଡ଼ା ବିଟ୍‌ ହାଉସ ଅଞ୍ଚଳର ଡାହି ଛକରେ ଚଢାଉ କରି ୩ଜଣଙ୍କୁ ଗିରଫ କରିଥିଲେ। ବନବିଭାଗ ତରଫରୁ ମାମଲା (ନଂ. ୪୪/୨୦୧୯-୨୦) ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି

ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ):  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍‌ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି।...

କେନ୍ଦ୍ରୀୟ ଆୟୁର୍ବେଦ ଅନୁସନ୍ଧାନ ପରିଷଦର ମହାନିର୍ଦ୍ଦେଶକ ପଦବୀରେ ପ୍ରଥମ ଓଡ଼ିଆ

ରଘୁନାଥପୁର,୧୭ା୨(ଡି.ଏନ୍‌.ଏ.):କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ (ସିସିଆର୍‌ଏଏସ୍‌)ର ମହାନିର୍ଦ୍ଦେଶକ ରୂପେ ପ୍ରଫେସର ରବିନାରାୟଣ ଆଚାର୍ଯ୍ୟଙ୍କୁ ନିଯୁକ୍ତି ଦିଆଯାଇଛି। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରାଣାଳୟ ଅଧୀନ ଏହି...

ଏସ୍‌ସିବିରେ ଖୋଲିବ ଫୁସ୍‌ଫୁସ୍‌ ରୋଗ ଔଷଧୀୟ ପାଠ୍ୟକ୍ରମ

ଭୁବନେଶ୍ୱର, ୪।୭(ବ୍ୟୁରୋ)- କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ (ଏସ୍‌ସିବି)ରେ ଫୁସ୍‌ଫୁସ୍‌ ରୋଗ ସମ୍ବନ୍ଧୀୟ ଉଚ୍ଚସ୍ତରୀୟ ପାଠ୍ୟକ୍ରମ ଖୋଲିବ। ଏଥିପାଇଁ ଭାରତୀୟ ମେଡିକାଲ...

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା କ୍ରାଇମବ୍ରାଞ୍ଚ

ବରଗଡ ଅଫିସ,୪।୧୧: ବନ ବିଭାଗର କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଗୁରୁବାର ସକାଳୁ ବରଗଡ ଜିଲା ଘେଁସ ଫରେଷ୍ଟ ରେଞ୍ଜ ଅର୍ନ୍ତଗତ ଜାମପାଲି ଗ୍ରାମରୁ ଏକ ଜୀବନ୍ତ ବଜ୍ରକାପ୍ତା...

ଆହାର କେନ୍ଦ୍ରଗୁଡିକରେ ଅବ୍ୟବସ୍ଥା

ଛତ୍ରପୁର,୨୮।୮(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ସମେତ ସମସ୍ତ ସହରାଞ୍ଚଳରେ ଆହାର କେନ୍ଦ୍ର ନିର୍ମାଣ ହୋଇଛି ା ଏଠାରେ ୫ ଟଙ୍କାରେ ଭାତ, ଡାଲମା...

ପ୍ରଶାସନ ନିର୍ଦ୍ଦେଶକୁ ଅବମାନନା କରୁଛନ୍ତି ଉଠା ଦୋକାନୀ: ବିରକ୍ତି ପ୍ରକାଶ କଲେ ଜିଲାପାଳ

ଜଟଣୀ,୨୫।୩(ଡି.ଏନ୍‌.ଏ.): କରୋନା(କୋଭିଡ୍‌-୧୯) ଭାଇରସ୍‌ ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ତେବେ ଜଟଣୀର କେତେକ ବଜାରରେ ବୁଧବାର ସକାଳେ ପ୍ରବଳ ଗହଳି...

ଭୁବନେଶ୍ୱର ଫେରନ୍ତା ଭଡାଟିଆଙ୍କୁ ଘରେ ପୂରାଇଲେନି ମାଲିକ

ବାଲେଶ୍ୱର ଅଫିସ,୧୭।୪-ଭୁବନେଶ୍ୱରରୁ ଫେରିଥିବାରୁ ଜଣେ ଭଡାଟିଆଙ୍କୁ ତାଙ୍କ ଘର ମାଲିକ ଘରେ ନ ପୂରାଇବା ଘଟଣା ବାଲେଶ୍ୱର ଅଡ଼ରବଜାର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଶେଷରେ...

ସାତପଡ଼ାରେ ପ୍ରତିଷ୍ଠା ହେବ ବରଫକଳ

ପୁରୀ ଅଫିସ,୨୮ା୧୨: ପୁରୀ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ ସମ୍ପର୍କିତ ନିୟମ ଏବଂ କାର୍ଯ୍ୟକାରିତା ସଂକ୍ରାନ୍ତ କର୍ମଶାଳା ରବିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା...

Advertisement
Archives

Model This Week