୩ ଶିଶୁ ଶ୍ରମିକ ଉଦ୍ଧାର

କୋରେଇ,୧୨।୮(ସ୍ବ.ପ୍ର.):  ପରୀ ୩ କାର୍ଯ୍ୟକ୍ରମ ମାଧ୍ୟମରେ କୋରେଇ ପୋଲିସ ରବିବାର ୩ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ଅଧିକାରୀଙ୍କୁ ହସ୍ତାନ୍ତର କରିଛି। କୋରାଇ ଓ ଏହାର ଆଖ ପାଖରେ କାର୍ଯ୍ୟାରତ ଥାନା ଅନ୍ତର୍ଗତ ରଘୁନାଥ ପୁର, ବଟିରା, ବ୍ରାହ୍ମଣଦା ଆଦି ଗ୍ରାମର ୩ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଥାନାଧିକାରୀ ରଣଜିତ ମହାନ୍ତି, ଏଏସ୍‌ଆଇ ସଲିଳ କୁମାର ମଲ୍ଲିକ ସମେତ ଅନ୍ୟ କର୍ମଚାରୀ ଚଢାଉରେ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?