୪ଜଣଙ୍କୁ ବଞ୍ଚାଇଥିବା ଟ୍ରାଫିକ୍‌ କନ୍‌ଷ୍ଟେବଳ ପୁରସ୍କୃତ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ୪ଜଣଙ୍କ ଜୀବନ ବଞ୍ଚାଇଥିବା ଜଣେ ଟ୍ରାଫିକ କନ୍‌ଷ୍ଟେବଳଙ୍କୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପୁରସ୍କୃତ କରିଛନ୍ତି। କନ୍‌ଷ୍ଟେବଳ ଜଣକ ହେଲେ ଲଳିତ ମୋହନ ରାଉତ। ଗତ ୩୦ ତାରିଖ ରାତି ସାଢେ ୮ଟାବେଳେ ଲଳିତ କଟକ ଶିଖରପୁର ଟ୍ରାଫିକ ପୋଷ୍ଟରେ ଡ୍ୟୁଟି କରୁଥିଲେ। ଜଗତପୁର ଆଡୁ ଏକ ଟ୍ରକ ଦ୍ରୁତ ଗତିରେ ଓଏମ୍‌ପି ଛକ ଆଡକୁ ଆସୁଥିଲା। ଏହି ସମୟରେ ୨ ବାଇକରେ ୪ଜଣ ବ୍ୟକ୍ତି ବେପରୁଆ ଭାବେ ରାସ୍ତା ପାର ହେଉଥିଲେ। ଲଳିତ ଏହାଦେଖି ତୁରନ୍ତ ଟ୍ରାଫିକ ପୋଷ୍ଟରୁ ଦୌଡ଼ି ଯାଇ ଟ୍ରକ୍‌ ସାମ୍ନାରୁ ସେମାନଙ୍କୁ ଗାଡ଼ି ସହ ରସ୍ତା ପାର୍ଶ୍ୱକୁ ଟାଟି ନେଇଯାଇଥିଲେ। ତାଙ୍କର ଉପସ୍ଥିତ ବୁଦ୍ଧି ଓ ସାହସକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri