୪ଦିନ ହେଲା ବିଦ୍ୟାଳୟରେ ମୁଣ୍ଡ ଗୁଞ୍ଜିଛନ୍ତି ପରିବାର

ପଦ୍ମପୁର, ୨୩ା୫(ଡି.ଏନ. ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତ ଦାସଡିହ ଗ୍ରାମର ଗଣେଶ ମଳିକଙ୍କ ଘର ବାତ୍ୟା ପ୍ରଭାବରେ ଭୁଶୁଡ଼ି ପଡ଼ିଛି। ମୁଣ୍ଡ ଗୁଞ୍ଜିବାକୁ ଜାଗା ନ ଥିବାରୁ ସେ ତାଙ୍କ ପରିବାରର ୯ଜଣଙ୍କ ସହ ଦାସଡିହ ପ୍ରାଥମିକ ବିଦ୍ୟାଳୟରେ ୪ଦିନ ଧରି ଆଶ୍ରୟ ନେଇଛନ୍ତି। ଏ ବାବଦରେ ବାଲିମେଦ ରାଜସ୍ବ ନୀରିକ୍ଷକଙ୍କୁ ଅବଗତ କରାଯାଇଥିବା ବେଳେ କୌଣସି ସରକାରୀ ସହାୟତା ତାଙ୍କ ପାଖରେ ପହଞ୍ଚତ୍ ପାରିନାହିଁ। ଗଣେଶ ଜଣେ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri