୪ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

ସଜନାଗଡ,୩୦।୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ମଛୁଆ ଅଞ୍ଚଳରେ ଜଣେ ୪ ବର୍ଷୀୟା ନାବାଳିକାଙ୍କୁ ଚକୋଲେଟ୍‌ ପ୍ରଲୋଭନ ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ମୋହନ ସିଂ(୨୦)ଙ୍କୁ ଥାନାରେ ଅଟକ ରଖାଯାଇଛି। ଏନେଇ ନୀଳଗିରି ଥାନାରେ ୩୮/୨୦ ପୋକ୍‌ସୋ ଆଇନାନୁଯାୟୀ ମାମଲା ରୁଜୁ କରାଯାଇଛି। ଅଭିଯୋଗ ଅନୁଯାୟୀ, ନାବାଳିକା ଘରେ ଏକୁଟିଆ ଥିବାର ସୁଯୋଗ ନେଇ ମୋହନ ତାଙ୍କୁ ଚକୋଲେଟ୍‌ ଖାଇବାକୁ ଦେଇ ପାଖ ଏକ ଜଙ୍ଗଲକୁ ନେଇଥିଲେ। ସେଠାରେ ତାଙ୍କୁ ବଳାତ୍କାର କରିଥିବା ପୀଡିତାଙ୍କ ପିତା ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ବାବୁଙ୍କ ଝିଅ, ଭାଇଙ୍କ ପ୍ରତି ଅନୁକମ୍ପା

ଅନୁଗୋଳ ଅଫିସ, ୨୧।୧୨ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଚାଳନାରେ ବ୍ୟାପକ ଦୁର୍ନୀତି ନେଇ ଅଭିଯୋଗ ବଢ଼ିବାରେ ଲାଗିଛି। ବର୍ଷ ବର୍ଷ ଧରି ଗାଦିମାଡ଼ି...

୬ ବଖରା ଜଳିଗଲା, ନଗଦ ୫୦ ହଜାର ଟଙ୍କା, ଆସବାବପତ୍ର ପୋଡ଼ି ପାଉଁଶ

ପଦ୍ମପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ଗୁରୁବାର ବିଳମ୍ବିତ ରାତିରେ...

ନିର୍ମାଣାଧୀନ କୋଠାରୁ ମିଳିଲା ଝୁଲନ୍ତା ମୃତଦେହ

ଭଦ୍ରକ ଅଫିସ, ୨୨।୯- ଭଦ୍ରକ ଜିଲା ବନ୍ତ ଛକ ନିକଟ ଏକ ନିର୍ମାଣାଧୀନ କୋଠାର ୩ ମହଲାରୁ ରବିବାର ଅପରାହ୍ନରେ ଜଣେ ଅଚିହ୍ନା ଯୁବକଙ୍କ ଝୁଲନ୍ତା...

କରୋନା କଟକଣାକୁ ଫୁ: ତଣ୍ଡ ଆଦାୟରେ ବ୍ୟସ୍ତ ପୋଲିସ

ଚୌଦ୍ୱାର,୧୯।୬(ଡି.ଏନ.ଏ):କରୋନା ସଂକ୍ରମଣକୁ ରୋକିବା ଲାଗି ଜୁନ୍‌ ୩୦ ଯାଏ ରାଜ୍ୟର ୧୧ଟି ଜିଲାରେ ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି। ଏ ନେଇ ସାଧାରଣ...

ଘରେ ରଖିଥିଲେ ୧୫ ଲକ୍ଷ ଟଙ୍କାର ଗଞ୍ଜେଇ, ବାନ୍ଧିଲା ପୋଲିସ

ଚିତ୍ରକୋଣ୍ଡା,୧୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ଥାନାଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ...

ମହୁ ପାଇଁ ଜଙ୍ଗଲ ଜଳୁଛି

କେନ୍ଦ୍ରାପଡ଼ା ଅଫିସ, ୯ା୪: ଜାତୀୟ ଉଦ୍ୟାନ ଭିତରକନିକାରେ ଗତ ୪ ବର୍ଷ ମଧ୍ୟରେ ୧୧ ସ୍ଥାନରେ ନିଆଁ ଲାଗିଛି। ନିଆଁ ଲିଭିବା ପୂର୍ବରୁ ଏକର ଏକର...

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନୈରାଶ୍ୟଜନକ: ଲକ୍ଷ୍ୟଧାର୍ଯ୍ୟର ମାତ୍ର ୪୨ ପ୍ରତିଶତ ସମ୍ପୂର୍ଣ୍ଣ

ନୟାଗଡ଼ ଅଫିସ,୨୬।୧: ନୟାଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅଗ୍ରଗତି ନୈରାଶ୍ୟଜନକ ହୋଇଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଲକ୍ଷ୍ୟଠାରୁ ମାତ୍ର ୪୨ ପ୍ରତିଶତ ଘର ସମ୍ପୂର୍ଣ୍ଣ...

ଯାତ୍ରୀବାହୀ ବସ୍‌-ଟ୍ରକ୍‌ ମୁହାଁମୁହିଁ

ପାଟଣା,୧୧।୫(ସ୍ବ.ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ନିହ୍ନୁଆଁ ଛକ ନିକଟରେ ବୁଧବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା...

Advertisement
Archives

Model This Week