୪ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

ସଜନାଗଡ,୩୦।୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ମଛୁଆ ଅଞ୍ଚଳରେ ଜଣେ ୪ ବର୍ଷୀୟା ନାବାଳିକାଙ୍କୁ ଚକୋଲେଟ୍‌ ପ୍ରଲୋଭନ ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ମୋହନ ସିଂ(୨୦)ଙ୍କୁ ଥାନାରେ ଅଟକ ରଖାଯାଇଛି। ଏନେଇ ନୀଳଗିରି ଥାନାରେ ୩୮/୨୦ ପୋକ୍‌ସୋ ଆଇନାନୁଯାୟୀ ମାମଲା ରୁଜୁ କରାଯାଇଛି। ଅଭିଯୋଗ ଅନୁଯାୟୀ, ନାବାଳିକା ଘରେ ଏକୁଟିଆ ଥିବାର ସୁଯୋଗ ନେଇ ମୋହନ ତାଙ୍କୁ ଚକୋଲେଟ୍‌ ଖାଇବାକୁ ଦେଇ ପାଖ ଏକ ଜଙ୍ଗଲକୁ ନେଇଥିଲେ। ସେଠାରେ ତାଙ୍କୁ ବଳାତ୍କାର କରିଥିବା ପୀଡିତାଙ୍କ ପିତା ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ବେଗୁନିଆ,୨।୭(ଡି.ଏନ୍‌.ଏ.): ବିଭିନ୍ନ କାରଣରୁ ଏବେ ଚାଷରୁ ଚାଷୀ ଧୀରେ ଧୀରେ ମୁହଁ ଫେରାଇ ନେଉଛନ୍ତି। ଫଳରେ ଚାଷ ଜମି ପଡ଼ିଆ ପଡୁଛି। ମାତ୍ର ଏଥିପ୍ରତି କୃଷି...

ବିଦ୍ୟୁତ୍‌ ଆଘାତରେ ନାବାଳକଙ୍କ ମୃତ୍ୟୁ, ରାସ୍ତାରୋକୋ

ଭଞ୍ଜନଗର,୧୩।୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଗୁଣ୍ଡିରିବାଡ଼ିରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ବିଦ୍ୟୁତ୍‌ ଖୁଣ୍ଟକୁ ଭିଡିକରି ରଖିବା ନିମନ୍ତେ ଲାଗିଥିବା ଷ୍ଟେ ତାରରେ...

କ୍ରୀଡ଼ା ପ୍ରତିଯୋଗିତା: ଭାଗନେଲେ ୨୧ ସ୍କୁଲର ଛାତ୍ରୀଛାତ୍ର

ଗଞ୍ଜାମ,୧୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନିଷ୍ଟାଡିୟମରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକସ୍ତରୀୟ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଇଓ...

ବର୍ଷା ଯୋଗୁ ବଲାଙ୍ଗୀର ଜିଲାର ସମସ୍ତ ସ୍କୁଲ, କଲେଜ ଛୁଟି

ବଲାଙ୍ଗୀର ଅଫିସ, ୧୩।୮: ବଲାଙ୍ଗୀର ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଜିଲାର ସମସ୍ତ...

କେନ୍ଦୁପତ୍ର ବ୍ୟବସାୟୀଙ୍କ କବ୍‌ଜାରେ ବନ୍ୟା ଆଶ୍ରୟସ୍ଥଳୀ

ମାଥିଲି,୯ା୫(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଦୁଙ୍ଗିଆପୁଟ ପଞ୍ଚାୟତରେ ଥିବା ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀକୁ କେନ୍ଦୁପତ୍ର ବ୍ୟବସାୟୀମାନେ କବ୍‌ଜା କରି ନେଇଥିବା ଦେଖିବାକୁ ମିଳିଛି।...

ତଟକ୍ଷୟ ଛଡ଼ାଇନେଲା ସାତଭାୟାର ଚାଷ,ବାସ

କେନ୍ଦ୍ରାପଡ଼ା ଅଫିସ,୧।୬: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳ ବିଶ୍ୱତାପନ ଓ ଏହାର କୁପ୍ରଭାବ ସମ୍ପର୍କରେ ଉଦାହରଣ ସାଜିଛି। ସମୁଦ୍ର ତଟକ୍ଷୟ ସାତଭାୟା ଚାଷ...

ବିର୍ଜୁ କୁଲୁଙ୍କ ପତ୍ତା ମିଳୁନି

ସୁନ୍ଦରଗଡ଼,୪।୧(ଡି.ଏନ୍‌.ଏ.) ୨୦ ବର୍ଷ ପାକିସ୍ତାନ ଜେଲ୍‌ରେ ସଜା କାଟିବା ପରେ ଗତ ନଭେମ୍ବରରେ ଜନ୍ମମାଟିକୁ ଫେରିଥିବା ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ବିରଙ୍ଗାଟୋଲିର ବିର୍ଜୁ...

ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା, କଂସ ମର୍ମାହତ

ମଥୁରାନଗରୀ/ଗୋପପୁର,୩୧।୧୨: ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଚତୁର୍ଥ ଦିବସର ଦୃଶ୍ୟାଭିନୟ ବେଶ୍‌ ଚିତ୍ତାକର୍ଷକ ଥିଲା। ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳାରେ ଗୋପପୁର ଉତ୍ସବମୁଖର ହୋଇପଡିଛି। ଅନ୍ୟପକ୍ଷେ କଂସ ପ୍ରେରିତ...

Advertisement
Archives

Model This Week