୪ବର୍ଷ ପରେ ବଡ଼ ପରଦାକୁ ଫେରିବେ ଆଶିକି ଫେମ୍‌ ଷ୍ଟାର

ମୁମ୍ବାଇ: ୧୯୯୦ର ରୋମାନ୍ସ ଡ୍ରାମା ଫିଲ୍ମ ‘ଆଶିକି’କୁ ଦର୍ଶକେ ଭୁଲି ନ ଥିବେ। ଏହି ଫିଲ୍ମ ଜରିଆରେ ଅଭିନେତା ରାହୁଲ ରୟ ରାତାରାତି ଷ୍ଟାର ହୋଇଯାଇଥିଲେ। ହେଲେ ଏହାପରେ ରାହୁଲଙ୍କ କିଛି ଫିଲ୍ମ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରି ନ ଥିବା ବେଳେ କିଛି ସମୟ ପାଇଁ ସେ ଲାଇମ୍‌ ଲାଇଟରୁ ଦୂରେଇ ଯାଇଥିଲେ। ଏବେ ଖୁବ୍‌ଶୀଘ୍ର ରାହୁଲ ବଲିଉଡ୍‌ରେ କମ୍‌ବ୍ୟାକ୍‌ କରୁଛନ୍ତି ବୋଲି ଜଣାପଡ଼ିଛି। ତାଙ୍କର ଅପ୍‌ କମିଂ ଫିଲ୍ମର ଶୁଟିଂ ଆଗ୍ରାରେ ଆରମ୍ଭ ହୋଇଥିବା ଶୁଣିବାକୁ ମିଳିଛି। ନିର୍ଦ୍ଦେଶକ କନୁ ବହଲଙ୍କ ପିଲ୍ମ ‘ଆଗ୍ରା’ ଜରିଆରେ ରାହୁଲ ବଡ଼ ପରଦାକୁ ଫେରୁଥିବା ବେଳେ ୨୦୨୦ରେ ଏହି ଫିଲ୍ମ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୩ଶହ କୋଟି କ୍ଳବରେ ସାମିଲ ହେଲା ‘ଓ୍ବାର’

ମୁମ୍ବାଇ: ବଲିଉଡ୍‌ ମୁଭି ‘ଓ୍ବାର’ ବକ୍ସ ଅଫିସରେ ବେଶ୍‌ ଭଲ ପ୍ରଦର୍ଶନ କରିଛି। ଫିଲ୍ମଟି ଏବେ ୩ଶହ କୋଟି କ୍ଲବରେ ସାମିଲ ହୋଇଛି। ୨୦୧୯ର ଏହା...

ଏହି ଅଭିନେତ୍ରୀଙ୍କ ବାପା କରୋନା ପଜିଟିଭ୍‌

ବରେଲି,୬।୮-ବଲିଉଡ ଅଭିନେତ୍ରୀ ଦିଶା ପାଟନୀଙ୍କ ବାପା ଜଗଦୀଶ ପାଟନୀ ଏବଂ ଉତ୍ତରପ୍ରଦେଶ ଶକ୍ତି ବିଭାଗର ଭିଜିଲାନ୍ସ ୟୁନିଟର ଅନ୍ୟ ଦୁଇଜଣ ଅଧିକାରୀ କରୋନା ଆକ୍ରାନ୍ତ ହୋଇଛନ୍ତି।...

ପୁରୁଷ ଗେଟ୍‌ଅପ ନେବାକୁ ପଡ଼ିଥିଲା

ଷ୍ଟାର କିଡ୍‌ ଜାହ୍ନବୀ କପୁରଙ୍କ ବଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘ଧଡକ’ ଫିଲ୍ମରୁ। ଏବେ ତାଙ୍କ ହାତରେ ବେଶ୍‌ କେତୋଟି ଅଫର ରହିଛି। ହେଲେ ନିକଟରେ...

ଲାଲ୍‌ ଲେହେଙ୍ଗାରେ ସାରାଙ୍କ ଫଟୋଶୁଟ: ଫଟୋ ଦେଖି ବିବାହ ପ୍ରସ୍ତାବ ଦେଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ୍‌ ଜଗତରେ ପାଦ ଥାପିବା ଦିନଠାରୁ ସୈଫ ଲଳନା ସାରାଙ୍କ କ୍ରେଜ୍‌ କାହାଠାରୁ କମ୍‌ ନୁହେଁ। ଫିଲ୍ମ ‘କେଦାରନାଥ’ ଓ ‘ସିମ୍ବା’ରେ ତାଙ୍କର ଅଭିନୟକୁ...

ଓଜନିଆ ଗାଉନ୍‌ ପିନ୍ଧି ଟ୍ରୋଲ୍‌ ହେଲେ ଉର୍ବଶୀ: ବସିବା ପାଇଁ ଲୋଡ଼ା ପଡ଼ିଲା ଚାରି ଜଣଙ୍କ ଜାଗା

ଚଳିତ ବର୍ଷ ଆସାମର ଗୌହାଟୀରେ ଫିଲ୍ମ ଫେୟାର ଆଓ୍ବାର୍ଡର ଆୟୋଜନ ହୋଇଛି। ବହୁ କଳାକାରଙ୍କୁ ଏଠାରେ ଦେଖିବାକୁ ମିଳିଥିଲା। ଏହି ଅବସରରେ ଅଭିନେତ୍ରୀ ଉର୍ବଶୀ ରୌତେଲା...

ପାକିସ୍ତାନରେ ଚର୍ଚ୍ଚାରେ ରହିଲେ ଅଭିନନ୍ଦନ-ସାରା

ନୂଆଦିଲ୍ଲୀ,୧୨।୧୨: ପାକିସ୍ତାନ ବିମାନକୁ ଧ୍ୱଂସ କରିଥିବା ତଥା ବାଲାକୋଟ ଏୟାର ଷ୍ଟ୍ରାଇକର ହିରୋ ବନିଥିବା ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଓ...

ବିଗ୍ ବିଙ୍କ ଜନ୍ମଦିନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି

ମୁମ୍ବାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଆଉ ୨ ଦିନ ପରେ ଅର୍ଥାତ୍ ଅକ୍ଟୋବର ୧୧ରେ ୭୮ ବର୍ଷରେ ପାଦ ଦେବେ । ହେଲେ ତା’ପୂର୍ବରୁ...

କିଙ୍ଗ ଖାଁଙ୍କ ସହ ରୋମାନ୍ସ କରିବେ ତାପସୀ

ମୁମ୍ବାଇ: ବଲିଉଡ୍ ନାୟିକା ତାପସୀ ପନ୍ନୁ ଏବେ ରାଜକୁମାର ହିରାନିଙ୍କ ଫିଲ୍ମରେ ଶାହାରୁଖଙ୍କ ଅପୋଜିଟ୍‌ରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି । ଯଦି ଏହା...

Play 250+ Trending Games
Archives

Model This Week

Why Dharitri