Posted inଜାତୀୟ

୪ଶହରୁ ୫ ଶହ ଟଙ୍କା ହେଲା ବାର୍ଦ୍ଧକ୍ୟ ଭତ୍ତା

ଲକ୍ଷ୍ନୌ,୧୧।୬: ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏଥିରେ ବୃଦ୍ଧାବସ୍ଥାରେ ମିଳୁଥିବା ଭତ୍ତାର ପରିମାଣକୁ ୪ଶହ ଟଙ୍କାରୁ ବୃଦ୍ଧି କରି ୫ ଶହ ଟଙ୍କା କରି ଦିଆଯାଇଛି। ଏହାଦ୍ୱାରା ପାଖାପାଖି ୪୦ ଲକ୍ଷ ବ୍ୟକ୍ତି ଉପକୃତ ହେବେ। ୬୦ରୁ ୭୯ ବର୍ଷର ବୃଦ୍ଧଙ୍କୁ ୪ଶହ ଟଙ୍କା ମିଳିବ। ହେଲେ ଏହାଠାରୁ ଅଧିକ ବୟସର ବ୍ୟକ୍ତିଙ୍କୁ ୫ଶହ ଟଙ୍କା ମିଳିବ ବୋଲି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମମନ୍ଦିର ଭୂମିପୂଜନ ଉତ୍ସବ ଆରମ୍ଭ

ଅଯୋଧ୍ୟା, ୪ା୮: ରାମମନ୍ଦିର ଭୂମିପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ସୋମବାରଠାରୁ ୩ ଦିନିଆ ଉତ୍ସବ ଆରମ୍ଭ ହୋଇଛି। ବୁଧବାର ଭୂମିପୂଜନ ବେଳେ...

ଚାଇନାକୁ ଝଟ୍‌କା: ଦୀପାବଳିରେ କ୍ଷତି ହେବ ୪୨ ହଜାର କୋଟି

ନୂଆଦିଲ୍ଲୀ, ୧୯।୧୦: ଚଳିତ ଦୀପାବଳିରେ ଚାଇନାକୁ ବ୍ୟବସାୟରେ ବଡ଼ ଝଟ୍‌କା ଲାଗିବ ବୋଲି ଚର୍ଚ୍ଚା ହେଉଛି। ପୂର୍ବରୁ ଦୀପାବଳିରେ ଭାରତକୁ ବହୁ ଚାଇନା ସାମଗ୍ରୀର ଆମଦାନୀ...

ପିଏମ୍‌ କେୟାର୍ସ ଫଣ୍ଡ୍‌ରୁ କିଣା ଯାଇଥିବା ୮୦ ଭେଣ୍ଟିଲେଟର ମଧ୍ୟରୁ ୭୧ ଅକାମି…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପିଏମ୍‌ କେୟାର୍ସ ଫଣ୍ଡ୍‌ର କାର୍ଯ୍ୟକାରିତା ଉପରେ ବିରୋଧୀ...

ସୁଭାଷ ନଗରରେ ଫୁଟିିଲା ୧୦ ରାଉଣ୍ଡ ଗୁଳି: ୨ ଆହତ

ନୂଆଦିଲ୍ଲୀ,୮ ।୫: ଦିଲ୍ଲୀ ପୋଲିସର ସୂଚନା ଅନୁଯାୟୀ, ଶନିବାର ରାତିରେ ପଶ୍ଚିମ ଦିଲ୍ଲୀର ସୁଭାଷ ନଗର ଅଞ୍ଚଳରେ ୧୦ ରାଉଣ୍ଡରୁ ଅଧିକ ଗୁଳି ଫୁଟିଛି ।...

ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌତାଲା କରୋନା ସଂକ୍ରମିତ

ସିରସା,୩ ।୧୨: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଇଣ୍ଡିଆନ୍ ନ୍ୟାଶନାଲ ଲୋକଦଳର ମୁଖ୍ୟ ଓମ ପ୍ରକାଶ ଚୌତାଲା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ବୁଧବାର...

ସଲମାନ୍‌ଙ୍କ ବିରୋଧରେ ମାମଲା

ମୁମ୍ବାଇ,୨୬ା୬(ପି.ଟି.): ମୁମ୍ବାଇର ଜଣେ ଖବରଦାତା ବଲିଉଡ୍‌ ଅଭିନେତା ସଲମାନ୍‌ ଖାନଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରିଛନ୍ତି। ଜେକେ ନ୍ୟୁଜ୍‌ ଚ୍ୟାନେଲ୍‌ର ମହାରାଷ୍ଟ୍ର ମୁଖ୍ୟ ଅଶୋକ...

ବିପଦରେ ଗଣତନ୍ତ୍ର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଗୁରୁବାର କଡ଼ା ସମାଲୋଚନା କରିଛନ୍ତି। ଦେଶରେ ଗଣତନ୍ତ୍ର ବିପଦରେ ପଡ଼ିଥିବା ସୋନିଆ କହିଛନ୍ତି।...

ଗୁରୁ ଦକ୍ଷିଣା ପାଇଁ ନିଜ ଆଙ୍ଗୁଠି କାଟିଥିଲେ ଏକଲବ୍ୟ

ସମଗ୍ର ଦେଶରେ ଗୁରୁବାର ଗୁରୁ ଦିବସ ବହୁ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି। ସ୍କୁଲ, କଲେଜର ଛାତ୍ରୀଛାତ୍ରମାନେ ଏହି ଉପଲକ୍ଷେ ନିଜ ଗୁରୁଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ପୂର୍ବତନ...

Advertisement
Archives

Model This Week