୪୦ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ପୋଷାକ ତିଆରି କଲେ ବୌଦ୍ଧଭିକ୍ଷୁ

ବ୍ୟାଙ୍କକ,୧୯।୨: ପ୍ଲାଷ୍ଟିକ୍‌ ବର୍ଜ୍ୟ ଯୋଗୁ ପୃଥିବୀରେ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏନେଇ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ର ବ୍ୟବହାର ଉପରେ କଟକଣା ଜାରି ହୋଇଛି। ଏପରିସ୍ଥଳେ ଥାଇଲାଣ୍ଡର ବ୍ୟାଙ୍କକରେ ଥିବା ଏକ ବୌଦ୍ଧ ବିହାରରେ ବାସ କରୁଥିବା କେତେକ ବୌଦ୍ଧ ଭିକ୍ଷୁ ୪୦ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ କପଡ଼ା ପ୍ରସ୍ତୁତ କରିଛନ୍ତି। ଏହାକୁ ପୋଷାକ ତିଆରି କାର୍ଯ୍ୟରେ ବ୍ୟବହାର କରାଯାଉଛି। ସ୍ଥାନୀୟ ବାଟ ଚକ୍‌ ଡାଏଙ୍ଗ୍‌ ବୌଦ୍ଧ ବିହାରରେ ବାସ କରୁଥିବା ବୌଦ୍ଧ ଭିକ୍ଷୁ ଏଭଳି କାର୍ଯ୍ୟ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ବୌଦ୍ଧ ଭିକ୍ଷୁମାନେ ଦାନ ସହିତ ପ୍ଲାଷ୍ଟିକ୍‌ ବର୍ଜ୍ୟ ମଧ୍ୟ ମାଗୁଛନ୍ତି। ସଂଗୃହୀତ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ପରେ ପୋଷାକ ତିଆରି କରାଯାଉଛି। ଏବେ ବୌଦ୍ଧ ଭିକ୍ଷୁଙ୍କ ଏଭଳି ନିଆରା କାର୍ଯ୍ୟ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ରହିଛି ଦୁନିଆର ସବୁଠୁ ବିଚିତ୍ର ଗାଁ, ଯେଉଁଠି ହ୍ବିସିଲ୍‌ ମାରି ପରସ୍ପରସହ କଥା ହୋଇଥାନ୍ତି ଲୋକେ

କିଛି ବାର୍ତ୍ତା ଦେବାକୁ ଥିଲେ ଆମେ ତାକୁ ନିଜ ଭାଷାରେ କହିଥାଉ। ହେଲେ ଭାରତରେ ଏଭଳି ଏକ ବିଚିତ୍ର ଗାଁ ରହିଛି, ଯେଉଁଠାରେ ଲୋକେ ପରସ୍ପରସହ...

ରାସ୍ତା ମଝିରେ ଧମାକାଦାର ଡ୍ୟାନ୍ସ କଲେ ଜୋମାଟୋ ଡେଲିଭରୀ ବୟ: ଭାଇରାଲ ହେଉଛି ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ ଜୋମାଟୋ ଡେଲିଭରୀ ବୟଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ସେ ପାର୍ଶଲ ଦେବା ସମୟରେ ରାସ୍ତା ମଝିରେ ନାଚୁଛନ୍ତି। ଯୁବକ ଜଣଙ୍କ...

Viral Video: କିସ୍‌ କରୁଥିବା ବେଳେ ସ୍ବାମୀଙ୍କ ହାବୁଡରେ ପଡିଗଲେ ସ୍ତ୍ରୀ, ଆଉ ତା’ପରେ…

ସୋସିଆଲ ମିଡିଆରେ ଅନେକ ଥର ମଜାଳିଆ ଭିଡିଓ ଦେଖାଯାଏ। ଠିକ୍‌ ସେହିଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଆପଣ...

କୋଟିଏ ଟଙ୍କାର ଚାକିରି ଛାଡି ଆବୁଧାବି ମନ୍ଦିରରେ ସେବା ଆରମ୍ଭ କଲେ ଏହି ଭାରତୀୟ ବ୍ୟାଙ୍କର, ପ୍ରଧାନମନ୍ତ୍ରୀ ମୋଦି କରିଥିଲେ ଉଦ୍‌ଘାଟନ

ଆବୁଧାବି,୨୭।୨: ୟୁଏଇର ଆବୁଧାବିରେ ନିର୍ମିତ ଭବ୍ୟ ମନ୍ଦିରରେ ବିଶାଳ ପଟେଲ ମଧ୍ୟ ସହଯୋଗ କରୁଛନ୍ତି। ଦୁବାଇରେ ଏକ ନିବେଶ ବ୍ୟାଙ୍କର ଭାବରେ ଉଚ୍ଚ ବେତନ ଅର୍ଜନ...

୩୯ ମୁଦ୍ରା, ୩୭ ଚୁମ୍ବକ ଖଣ୍ଡ ଗିଳି ଦେଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅନେକ ଥର ପିଲାମାନେ ଖେଳିବା ସମୟରେ କିଛି ଜିନିଷ ଗିଳି ଦିଅନ୍ତି, ଯାହା ବେଳେବେଳେ ସେମାନଙ୍କ ଜୀବନ ପ୍ରତି ବିପଦ ହୋଇଯାଏ। କିନ୍ତୁ ଯଦି ଏହା...

ଆଉ ୭ ଦିନ ମଧ୍ୟରେ ବନ୍ଦ ହୋଇଯିବ ଯୁଦ୍ଧ: ଆଶା ପ୍ରକଟ କଲେ ବାଇଡେନ

ଓ୍ବାଶିଂଟନ,୨୭।୨: ପାଞ୍ଚ ମାସରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଅକ୍ଟୋବର ୭, ୨୦୨୩ରେ, ହମାସ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ...

ଭାରତୀୟଙ୍କୁ ବିଦା କଲା ରୁଷିଆ ସେନା

ନୂଆଦିଲ୍ଲୀ,୨୭।୨:ରୁଷିଆ ସେନାରେ ଅନେକ ଭାରତୀୟ ଯୁବକ ସୁରକ୍ଷା ସହାୟକ ଭାବେ କାର୍ଯ୍ୟ କରୁଥିଲେ। ଭଲ ଦରମାରେ ଚାକିରି କରିବା ଲାଗି ପ୍ରଲୋଭିତ ହୋଇ ରୁଷିଆ ଯାଇ...

ଭବିଷ୍ୟତ ନିର୍ମାଣରେ ଏନ୍‌ଜିଓର ଭୂମିକା ଗୁରୁତ୍ୱପୂର୍ଣ୍ଣ

ପ୍ରତିବର୍ଷ ଫେବୃଆରୀ ୨୭ ତାରିଖକୁ ସମଗ୍ର ବିଶ୍ୱରେ ‘ସ୍ବେଚ୍ଛାସେବୀ ସଙ୍ଗଠନ’ ବା ନନ୍‌-ଗଭର୍ନମେଣ୍ଟାଲ ଅର୍ଗାନାଇଜେଶନ (ଏନଜିଓ) ଦିବସ ଭାବରେ ପାଳନ କରାଯାଇଆସୁଅଛି। ଚଳିତ ବର୍ଷ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri