Posted inଜାତୀୟ

୪୦ ବୁଥ୍‌ରେ ସମସ୍ତ କର୍ମଚାରୀ ମହିଳା

ମୁମ୍ବାଇ,୨୭ା୪(ପି.ଟି.): ମୁମ୍ବାଇ ଲୋକ ସଭା ନିର୍ବାଚନ ମଣ୍ଡଳୀର ୪୦ଟି ବୁଥ୍‌ରେ କେବଳ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ମହିଳା ସଶକ୍ତୀକରଣ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ପାଇଁ ପ୍ରଥମ ଥର ଲାଗି ନିର୍ବାଚନ କମିଶନ ଏଭଳି ଏକ ପଦକ୍ଷେପ ନେଇଥିବା ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଦିଲୀପ ଶିନ୍ଦେ ପ୍ରକାଶ କରିଛନ୍ତି। ୨୬ଟି ବୁଥ୍‌ ମୁମ୍ବାଇର ଉପାନ୍ତ ଅଞ୍ଚଳରେ ଥିବାବେଳେ ଅନ୍ୟଗୁଡିକ ସହର ମଧ୍ୟରେ ରହିଛି। ପ୍ରତ୍ୟେକ ବୁଥ୍‌ରେ ୬ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଜିଲାପାଳଙ୍କ ଦ୍ୱାରା ଏଭଳି ଏକ ଅଭିନବ ପନ୍ଥା ଅବଲମ୍ବନ କରାଯାଇଛି। ଭୋଟ ଦେବାକୁ ଆସୁଥିବା ପ୍ରତ୍ୟେକ ମହିଳାଙ୍କୁ ଏକ ପ୍ୟାକେଟ ସାନିଟାରି ନାପକିନ୍‌ ଯୋଗାଇ ଦିଆଯିବ। ଏହି ଉଦ୍ଦେଶ୍ୟରେ ଜିଲା ପ୍ରଶାସନ ୧୬,୦୦୦ ସାନିଟାରି ନାପକିନ୍‌ କ୍ରୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ ୧୧ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତଦେହ: ହତ୍ୟା ସନ୍ଦେହ

ଯୋଧପୁର, ୯।୮: ରାଜସ୍ଥାନର ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଦେଚୁ ଅଞ୍ଚଳର ଲୋଡ଼ତା ଗାଁର ଏକ ଚାଷ ଜମିରୁ ୧୧ ଜଣ ପାକିସ୍ତାନୀ...

ରାତିରେ ଶୋଇବା ପୂର୍ବରୁ ପିଅନ୍ତୁ ଏଥିରୁ ଅଧାଗ୍ଲାସେ …

ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ...

ପରିବାରର ୫ ଜଣଙ୍କୁ ହତ୍ୟା କରି ଜୀବନ ହାରିଲେ କଲେ ଯୁବକ

ଅମ୍ବାଲା,୨୬।୮: ହରିୟାଣାର ଅମ୍ବାଲା ସହରରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ୫ ଜଣଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି...

ବିବାହ ପରେ ଶାଶୁଘରକୁ ଯାଉଥିଲେ କନ୍ୟା;ବାଟରେ ଲାଗିଲା ଶୋଷ: ଆଉ ତା’ପରେ

ଲକ୍ଷ୍ନୌ,୧୩।୯: ଉତ୍ତରପ୍ରଦେଶର ମୈନପୁରୀରେ ଏକ ରୋଚକ ଘଟଣା ଘଟିଛି। ବିବାହ ପରେ କନ୍ୟା ତାଙ୍କ ଶାଶୁ ଘରକୁ ଯାଉଥିବା ବେଳେ ବାଟରେ ସ୍ବାମୀଙ୍କ ଚକ୍‌ମା ଦେଇ...

ଚଳନ୍ତା ଜିପ୍‌ରୁ ଖସି ପଡିଲେ ବର୍ଷକର ଶିଶୁ, ଗୁରୁଣ୍ଡି ଗୁରୁଣ୍ଡି ଚେକ୍‌ ପୋଷ୍ଟ ପାଖରେ ପହଞ୍ଚିଲେ ଆଉ ତା’ପରେ…

ଥିରୁଭାନନ୍ତପୁରମ,୯।୯: କେରଳର ଇଡ୍ଡୁକିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଚଳନ୍ତା ଜିପ୍‌ରୁ ଖସି ପଡିଛନ୍ତି ବର୍ଷର ଶିଶୁ। କିନ୍ତୁ ତାଙ୍କ ମାତା-ପିତା ୫୦ କିମି...

ସଡ଼କକୁ ଗଲା ସଂସଦ କଳି

ନୂଆଦିଲ୍ଲୀ,୧୩ା୮:ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହୋଇଛି। କିନ୍ତୁ ଯେତେଦୂର ଦେଶର ୬୦ ପ୍ରତିଶତ ଲୋକଙ୍କ ପ୍ରଶ୍ନ ଉଠୁଛି, କୌଣସି ଅଧିବେଶନ ହୋଇନାହିଁ। ୬୦% ଭାରତୀୟଙ୍କ ସ୍ବରକୁ...

ରାଜୌରୀରେ ମୋଦି: ଯବାନଙ୍କ ସହିତ ପାଳିଲେ ଦୀପାବଳି

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର ରାଜୌରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଯବାନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି। ଗତ ୬ ବର୍ଷ ଧରି ମୋଦି ଲଗାତାର ଯବାନମାନଙ୍କ...

ଅଜବ ବିଶ୍ୱାସ: ବାଘ ଏମାନଙ୍କ ପାଇଁ ଭାଇ

ଭୋପାଳ: କାହ୍ନା ଅଭୟାରଣ୍ୟ ବାହାରେ ରହିଥିବା ବଇଗା ସମ୍ପ୍ରଦାୟ ଆଦିବାସୀଙ୍କର ବାଘ ଓ ମଣିଷ ଏକାଠି ରହିବାର ଏକ ଅଜବ ବିଶ୍ୱାସ ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ...

Advertisement
Archives

Model This Week