୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ,୭।୩- କ୍ରାଇମବ୍ରାଞ୍ଚ ଏସଟିଏଫର ଏକ ଟିମ୍‌ ଶୁକ୍ରବାର ବାଲେଶ୍ୱର ସହରର ଅରଡ ବଜାରରେ ଚଢାଉ କରି ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରିବା ସହ ୨ ବେପାରୀଙ୍କୁ ଗିରଫ କରିଛି। ଧରାପଡ଼ିଥିବା ୨ ବେପାରୀ କୁଖ୍ୟାତ ନିଶା ମାଫିଆ ସେକ ସୟଦଙ୍କ ସହଯୋଗୀ ବୋଲି ଜଣାପଡ଼ିଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଏସଟିଏଫ ପକ୍ଷରୁ କୁହାଯାଇଛି। ଗିରଫ ଦୁଇ ଯୁବକ ଜଳେଶ୍ୱରରୁ ବ୍ରାଉନ ସୁଗାର କିଣି ଅରଡ ବଜାରକୁ ଆସି ରହିଥିଲେ। ସନ୍ଧ୍ୟାରେ ସହଦେବଖୁଣ୍ଟା ପୋଲିସ ସହାୟତାରେ ଏସଟିଏଫ ଟିମ୍‌ ସେମାନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri