୪୧ ବର୍ଷରେ ଇମରାନ୍‌ ହାସ୍‌ମୀ: ବଲିଉଡ୍‌ରେ ଆରମ୍ଭ କରିଥିଲେ କିସିଂ-ଲିପ୍‌ଲକ୍‌ ଟ୍ରେଣ୍ଡ୍‌

ମୁମ୍ବାଇ: ବଲିଉଡ୍‌ର କିସିଂ ଷ୍ଟାର ଇମରାନ୍‌ ହାସ୍‌ମୀ ମଙ୍ଗଳବାର ୪୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୭୯ ମାର୍ଚ୍ଚ ୨୪ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପ୍ରାଥମିକ ପର୍ଯ୍ୟାୟରେ କ୍ୟାରିୟରରେ ଅସଫଳ ରହିଥିଲେ। ତେବେ ପରବର୍ତ୍ତୀ ସମୟରେ ସେ ବଲିଉଡ୍‌ରେ କିସିଂ ଏବଂ ଲିପ୍‌ଲକ୍‌ ଟ୍ରେଣ୍ଡ୍‌ ଆରମ୍ଭ କରି ଦର୍ଶକଙ୍କର ପ୍ରଥମ ପସନ୍ଦର ହିରୋ ପାଲଟି ଯାଇଥିଲେ। ଇଣ୍ଡଷ୍ଟ୍ରିରେ ସେ ଆକ୍ସନ ହିରୋ ହେବାକୁ ଆସି ରୋମାଣ୍ଟିକ୍‌ ହିରୋ ବନିଗଲେ। ବଲିଉଡ୍‌ରେ ସେ ତାଙ୍କ ଅପୋଜିଟ୍‌ରେ ଥିବା ହିରୋଇନ୍‌ଙ୍କ ସହିତ ଅତି ଅନ୍ତରଙ୍ଗ ସିନ୍‌ କରିଥିଲେ ମଧ୍ୟ କୌଣସିଙ୍କ ସହିତ ଆଫେୟାର୍ସ ନ ଥିବା ନେଇ ଚର୍ଚ୍ଚା ହୋଇଥାଏ। ଅଭିନୟ ପରେ ସେ ସ୍ତ୍ରୀ ଏବଂ ନିଜ ପରିବାର ସହିତ ସମୟ ବିତାଇବାକୁ ପସନ୍ଦ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଚର୍ଚ୍ଚା ପାଲଟିଛି ପତ୍ରଲେଖାଙ୍କ ମଙ୍ଗଳସୂତ୍ର

ମୁମ୍ବାଇ: ଏବେ ବଲିଉଡ୍ ସେଲିବ୍ରିଟିଙ୍କ ବିବାହକୁ ନେଇ ଯେତିକି ଚର୍ଚ୍ଚା ଚାଲିଛି ସେତିକି ଚର୍ଚ୍ଚା ବି ତାଙ୍କ ବିବାହ ପରର କିଛି ଘଟଣାକୁ ନେଇ କରାଯାଉଛି...

ଡ୍ୟାନ୍ସ ବେଳେ ଏହି ଅଭିନେତ୍ରୀଙ୍କ ଖସିଗଲା ଟପ୍‌, ଆଉ ତାପରେ…

ଅଭିନେତ୍ରୀ ଉର୍ଫି ଜାଭେଦ ତାଙ୍କ ନିଆରା ଫ୍ୟାସନ ସେନ୍ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରହି ଥାଆନ୍ତି । ଅନେକ ସମୟରେ ତାଙ୍କ ଫଟୋ ଓ ଭିଡିଓ...

ବାପା ହେଲେ ଏହି ପ୍ରସିଦ୍ଧ ଅଭିନେତା

ଛୋଟ ପରଦାର ଲୋକପ୍ରିୟ ଅଭିନେତା ଅନସ ରସିଦଙ୍କ ଘରେ ଏବେ ଖୁସି ଖେଳିଯାଇଛି। କାରଣ ଅନସ ଏବେ ଏକ ପୁତ୍ର ସନ୍ତାନର ବାପା ହୋଇଛନ୍ତି। ଏ...

ଅନୁଷ୍କା ବେଶି ସୁନ୍ଦରୀ ନୁହନ୍ତି ବୋଲି କହିଥିଲେ ଏହି ବ୍ୟକ୍ତି: ଆଉ ତା ପରେ…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ବହୁତ ଷ୍ଟାଇଲିଷ୍ଟ। ତାଙ୍କର ସମସ୍ତ ଶୈଳୀକୁ ପ୍ରଶଂସକ ବହୁତ ପସନ୍ଦ ମଧ୍ୟ କରନ୍ତି। ଦୀର୍ଘ ୨ ବର୍ଷ ହେବ ସେ...

ଲକ୍‌ଡାଉନ୍‌ ସମୟରେ ମା’ କରୀନାଙ୍କୁ ସୁନ୍ଦର ଉପହାର ଦେଲେ ତୈମୁର

ମୁମ୍ବାଇ: ଲକ୍‌ଡାଉନ୍‌ ପାାଇଁ ବଲିଉଡ୍‌ କଳାକାରମାନେ ଏବେ ଘରେ ସମୟ ବିତାଉଛନ୍ତି। ଏହି ଅବସରରେ କଳାକାରମାନେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖିବାକୁ ମିଳୁଛି।...

ଆଜି ଭାରତୀ, ହର୍ଷଙ୍କ ଜାମିନ ଆବେଦନ ଶୁଣାଣି

ମୁମ୍ବାଇ,୨୩ା୧୧: କମେଡି କୁଇନ ଭାରତୀ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିଆଙ୍କ ଜାମିନ ଆବେଦନର ଶୁଣାଣି ଆଜି ହେବ। ମୁମ୍ବାଇର କିଲା କୋର୍ଟ ସେମାନଙ୍କ ଜାମିନ...

ସ୍ତ୍ରୀଙ୍କଠାରୁ ମାଡ ଖାଇଲେ ଏହି ଅଭିନେତା !

ବମ୍ବେ: ରାଜନୈତିକ ପରିବାରର ଥିବା ସତ୍ତ୍ୱେ ଅଭିନୟକୁ ପେସା ଭାବେ ବାଛିଥିଲେ ରିତେଶ ଦେଶମୁଖ। ଏପରିକି ସୁନ୍ଦରୀ ଅଭିନେତ୍ରୀ ଜେନେଲିୟା ଦେଶମୁଖଙ୍କ ପ୍ରେମରେ ପଡ଼ିଥିଲେ। ପରେ...

ଦିନକୁ ତିନିଥର ଉଷୁମ ପାଣି ପିିଏ

ଶୋଭନା ମିଶ୍ର। ଟେଲି ଜଗତରେ ଜଣେ ସୁପରିଚିତ ନାଁ। ଟେଲିଭିଜନରେ ପ୍ରସାରିତ ବିଭିନ୍ନ କାର୍ଯ୍ୟକ୍ରମରେ ଆଙ୍କରିଂ କରନ୍ତି। ନିଜ କଥାର ଯାଦୁରେ ସେ ଦୀର୍ଘ ସମୟ...

Advertisement
Archives

Model This Week