Posted inଜାତୀୟ

୪୧ ଲୋକ ସଭା ଆସନ ପାଇଁ ବାରାଣସୀରୁ ଲଢ଼ିଲେ ନାହିଁ ପ୍ରିୟଙ୍କା

ନୂଆଦିଲ୍ଲୀ,୨୮।୪: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କ ଗାନ୍ଧୀ ଭଦ୍ରା ବାରାଣସୀ ଲୋକ ସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଆକଳନ କରାଯାଉଥିଲା। ତେବେ ଶେଷ ମୂହୂର୍ତ୍ତରେ ଏନେଇ ମନା କରିଥିଲେ ପ୍ରିୟଙ୍କା। ସେ କାହିଁକ ମନା କଲେ ସେନେଇ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ତାଙ୍କ ଉପରେ ଉତ୍ତରପ୍ରଦେଶର ୪୧ ଟି ଲୋକ ସଭା ଆସନର ଦାୟିତ୍ୱ ରହିଛି। ସେ ଜୋର୍‌ସୋର୍‌ରେ ପ୍ରଚାର ମଧ୍ୟ ଜାରି ରଖିଛନ୍ତି। ଏପରି ସ୍ଥଳେ ବାରାଣସୀରେ ନିର୍ବାଚନ ଲଢ଼ିଲେ ତାଙ୍କର ଲକ୍ଷ୍ୟରେ ବାଧା ପହଞ୍ଚିବ ବୋଲି ପ୍ରିୟଙ୍କା କହିଛନ୍ତି। ଏହା ମଧ୍ୟରେ ପୂର୍ବାଞ୍ଚଳର ୨୬ଟି ଆସନ ମଧ୍ୟ ରହିଛି। ଦଳ ଲାଗି ସଫଳତା ଆଣିବା ପାଇଁ ସେ ପରିଶ୍ରମ କରୁଛନ୍ତି। ତେଣୁ ନିଜ ଲକ୍ଷ୍ୟପଥରୁ ବିଚ୍ୟୁତ ହେବାକୁ ସେ ଚାହୁଁ ନାହାଁନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

୪୦ ବିଲିୟନ ଡଲାର ନିବେଶ, ପ୍ରଯୁକ୍ତିବିଦ୍ୟା… ପ୍ରଧାନମନ୍ତ୍ରୀ ମୋଦିଙ୍କ ୫ ଦେଶ ଗସ୍ତରୁ କ’ଣ ହେଲା ହାସଲ? ଜାଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ, ୨୧।୫: ଭାରତ କେବଳ ଏକ ବଜାର ନୁହେଁ ବରଂ ବିଶ୍ୱର ପ୍ରମୁଖ ଅର୍ଥନୀତି ମଧ୍ୟରେ ଏକ ବିଶ୍ୱସ୍ତ ଶକ୍ତି ଭାବରେ ଉଭା ହେଉଛି। ଏହି କାରଣରୁ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri