Advertisement
Posted inଜାତୀୟ

୪୨ ଗୋତି ଶ୍ରମିକ ମୁକ୍ତ

ଚେନ୍ନାଇ,୧୧।୭: ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି ଯେ, ଦେଶରେ ଗୋତି ଶ୍ରମିକ ନାହାନ୍ତି। ତଥାପି ଏବେ ମଧ୍ୟ ଦେଶର କେତେକ ଅଞ୍ଚଳରେ ଗୋତି ଶ୍ରମିକ ରହିଛନ୍ତି। ସମ୍ପ୍ରତି ତାମିଲନାଡୁ କାଞ୍ଚିପୁରମ୍‌ ଏବଂ ବିଲ୍ଲୋର ଜିଲାରୁ ୪୨ ଜଣ ଗୋତି ଶ୍ରମିକଙ୍କୁ ମୁକ୍ତ କରାଯାଇଛି। ସେମାନେ ଏକ କାଠ କଟା କାରଖାନାରେ କାମ କରୁଥିଲେ। ଖବର ପାଇ କାଞ୍ଚିପୁରମ୍‌ ଏବଂ ବିଲ୍ଲୋରର ଉପଜିଲା ଅଧିକାରୀ ସେଠାରେ ପହଞ୍ଚିଥିଲେ। କାଞ୍ଚିପୁରମ୍‌ର ୨୮ ଏବଂ ବିଲ୍ଲୋରର ପୁରୁବାମେଦୁ ଗାଁର ୧୪ ଜଣ ଗୋତି ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିଲା। କାଞ୍ଚିପୁରମ୍‌ର ୮ଟି ପରିବାରର ୧୯ ଜଣ ଛୋଟ ପିଲା ଗୋତି ଶ୍ରମିକ ଭାବେ କାମ କରୁଥିବାବେଳେ ବିଲ୍ଲୋରର ପୁରୁବାମେଦୁ ଗାଁର ୫ଟି ପରିବାର ୬ ଜଣ ଛୋଟ ପିଲା ସେଠାରେ କାମ କରୁଥିଲେ। ଗୋତି ଶ୍ରମିକଙ୍କ ମଧ୍ୟରେ ୫ରୁ ୧୫ ବୟସ୍କ ଅଧିକ ପିଲା ଥିବା କୁହାଯାଉଛି। ସେମାନଙ୍କୁ ୯ ହଜାରରୁ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଆଗୁଆ ଟଙ୍କା ଦିଆଯାଇଥିବା କୁହାଯାଉଛି। ସମସ୍ତ ଗୋତି ଶ୍ରମିକଙ୍କୁ ମୁକ୍ତ କରାଯିବା ସହିତ କାରଖାନା ମାଲିକଙ୍କୁ ପୋଲିସ ପଚରା ଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରକୁ କଂଗ୍ରେସର ପ୍ରଶ୍ନ:ଜିନ୍‌ଜିଆଙ୍ଗ୍‌କୁ ନେଇ ନୀରବ କାହିଁକି

ନୂଆଦିଲ୍ଲୀ,୧୧-୧୦:: କଶ୍ମୀରକୁ ନେଇ ଚାଇନା ବାରମ୍ବାର ମୁଣ୍ଡ ଖେଳାଉଥିବାବେଳେ ଜିନ୍‌ଜିଆଙ୍ଗ୍‌, ହଂକଂ ଓ ତିବ୍ବତ ପ୍ରସଙ୍ଗରେ ଭାରତ କାହିଁକି ନୀରବ ରହୁଛି ବୋଲି ଗୁରୁବାର କଂଗ୍ରେସ...

୧୦ ବର୍ଷ ମଧ୍ୟରେ ଦେଶର ୪୦ ପ୍ରତିଶତ ଲୋକ ସହରରେ କରିବେ ବାସ

ନୂଆଦିଲ୍ଲୀ, ୧୮।୮: ଦେଶର ୪୦ ପ୍ରତିଶତ ଜନସଂଖ୍ୟା ସହରରେ ବାସ କରିବେ। ଆସନ୍ତା ୧୦ ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ ହେବ...

ମୋଦିଙ୍କ ବିବାଦୀୟ ନୀତି

ନୂଆଦିଲ୍ଲୀ, ୨୧।୧୧: ୨୦୧୪ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ବିପୁଳ ଜନାଦେଶ ପାଇ କ୍ଷମତାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇତିମଧ୍ୟରେ ଅନେକ ବିବାଦୀୟ ନୀତି...

ଦିନେ ଭାଜପା ଦେଶର ସମସ୍ତ ବିଧାୟକଙ୍କୁ କିଣିନେବ: ପି ଚିଦାମ୍ବରମ

ନୂଆଦିଲ୍ଲୀ,୧୫ ।୯: କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି । ଗୋଆରେ କଂଗ୍ରେସର ୮ ବିଧାୟକ ଭାଜପାରେ...

ନଡ୍ଡାଙ୍କ ନୂଆ ଟିମ୍‌ ଖୁବ୍‌ଶୀଘ୍ର

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାଜପାର ସର୍ବୋଚ୍ଚ ନୀତି ନିର୍ଦ୍ଧାରକ ସଂସ୍ଥା ସଂସଦୀୟ ବୋର୍ଡରେ ଅନେକ ନୂଆ ମୁହଁ ସ୍ଥାନ ପାଇବାକୁ ଯାଉଛନ୍ତି। ଖୁବ୍‌ଶୀଘ୍ର ନୂଆ କାର୍ଯ୍ୟକର୍ତ୍ତା ଟିମ୍‌ ଘୋଷଣା...

ସୁକମାରେ ଆଇଇଡ଼ି ବିସ୍ଫୋରଣ: ଜଣେ ଯବାନ ଶହୀଦ୍‌, ୧୦ କମାଣ୍ଡୋ ଆହତ

ସୁକମା,୨୯।୧୧: ଛତିଶଗଡ଼ ସୁକମାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌ ହୋଇଛନ୍ତି। ଏହି ଘଟଣାରେ ୧୦ କମାଣ୍ଡୋ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର...

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଜମ୍ମୁ,୧୭।୮: ଜମ୍ମୁ-କଶ୍ମୀରର ବାରମୂଳାରେ ଆତଙ୍କବାଦୀମାନେ ପୁଣିଥରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଛନ୍ତି। ବାରମୂଳାର କ୍ରେରି ଅଞ୍ଚଳରେ ସିଆର୍‌ପିଏଫ୍‌ ଓ ପୋଲିସର ନାକା ପାର୍ଟି ଉପରେ ଆତଙ୍କବାଦୀମାନେ ଗୁଳି...

ଚାଇନା ଦେଶର ୩ ସ୍ଥାନରେ କରିଛି ଜବର ଦଖଲ, ସତ କୁହନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୨୬।୬: ଚାଇନା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ରାହୁଲ ସୋସିଆଲ ମିଡିଆରେ ଏକ ଭିଡିଓ...

Advertisement
Archives

Model This Week