୪୨ ହଜାର ଟପିବ ସେନ୍‌ସେକ୍ସ: ରୟଟର୍ସ ପୋଲ୍‌

ମୁମ୍ବାଇ,୨୪-୫: ଏନ୍‌ଡିଏ ସରକାର ପୁନର୍ବାର କ୍ଷମତାକୁ ଫେରୁଥିବାରୁ ନିବେଶକଙ୍କ ଭରସା ବଢ଼ିଛି ଏବଂ ଚଳିତ ଆର୍ଥିକ ବର୍ଷରେ ସେନ୍‌ସେକ୍ସ ୪୨ ହଜାର ପଏଣ୍ଟ ଟପିଯିବ ବୋଲି ରୟଟର୍ସ ପୋଲ୍‌ରୁ ସ୍ପଷ୍ଟ ହୋଇଛି। ପ୍ରାୟ ୫୦ ଜଣେ ଆର୍ଥିକ ବିଶେଷଜ୍ଞଙ୍କ ମତାମତ ଆଧାରରେ ହୋଇଥିବା ଏହ ପୋଲ୍‌ରେ କୁହାଯାଇଛି ଯେ, ମୋଦି ସରକାର ପୁନର୍ବାର କ୍ଷମତାକୁ ଆସିଥିବାରୁ ଚଳିତବର୍ଷ ଶେଷ ସୁଦ୍ଧା ଷ୍ଟକ୍‌ ବଜାର ୮% ପର୍ଯ୍ୟନ୍ତ ବଢ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଅନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri