୪୩ଲକ୍ଷ ଲୋକଙ୍କୁ ୨ମାସର ମାଗଣା ରାସନ ଯୋଗାଇ ଦେବେ ରାଜସ୍ଥାନ ସରକାର

ଜୟପୁର,୯।୬: କରୋନା ଯୋଗୁ ଦେଶବ୍ୟାପି ଏବେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବେରୋଜଗାର ହୋଇଥିବା ଲୋକଙ୍କୁ ରାଜସ୍ଥାନ ସରକାର ଆଶ୍ୱସ୍ତିକର ପ୍ରଦାନ କରିଛନ୍ତି। ଆଗାମୀ ୨ମାସ ପର୍ଯ୍ୟନ୍ତ ସରକାର ସେମାନଙ୍କୁ ମାଗଣା ରାଶନ ଯୋଗାଇଦେବେ ବୋଲି ଜଣାପଡ଼ିଛି। ଏଥିସହ ସେମାନଙ୍କୁ ମାଗଣାରେ ଗହମ ଓ ଚଣା ମଧ୍ୟ ଦିଆଯିବ। ହିତାଧିକାରୀମାନେ ଏହି ବ୍ୟବସ୍ଥାର ଲାଭ ଜୁନ ୧୨ରୁ ଉଠାଇପାରିବେ। ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚିତ ହୋଇଥିବା ରାଜ୍ୟର ୪୩ଲକ୍ଷ ଲୋକଙ୍କୁ ଏହି ସୁବିଧା ମିଳିପାରିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି ବୋଲି ଖାଦ୍ୟ ଓ ନାଗରିକ ଯୋଗାଣ ମନ୍ତ୍ରୀ ରମେଶ ଚନ୍ଦ୍ର ମିଣା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସଲ ସ୍କୁଲ ଯାଇ କୋଭିଡ-୧୯ ସମ୍ପର୍କରେ ଜାଣିଲି ଅନେକ କଥା: ଟ୍ରମ୍ପ

ୱାଶିଂଟନ,୫ ।୧୦: କରୋନା ସଂକ୍ରମଣର ଚିକିତ୍ସା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଛି । ଏହି ସମୟ ମଧ୍ୟରେ...

ବିହାର ନିର୍ବାଚନ ପୂର୍ବରୁ ଭାଜପାକୁ ଆଉ ଏକ ଝଟ୍‌କା

ପାଟନା,୨୨ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଲାଗିଛି ଆଉ ଏକ ଝଟ୍‌କା । ପାର୍ଟିର ଷ୍ଟାର ପ୍ରଚାରକ...

ସାଇକେଲ ସଜଡା ବିଳମ୍ବ ହେବାରୁ ପୋଲିସକୁ ପତ୍ର ଲେଖିଲେ ୧୦ ବର୍ଷର ବାଳକ

ଥିରୁଭାନନ୍ତପୁରମ,୩୦।୧୧: କେରଳର ୧୦ ବର୍ଷର ଜଣେ ବାଳକ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କୋଜିକୋଡେର ୫ମ ଶ୍ରେଣୀର ଛାତ୍ର ଅବିନ ନିଜର ଓ ତାଙ୍କ...

ଗୋଟିଏ ମେସେଜ୍‌ ୪୪ ଜଣ ସାଥୀଙ୍କୁ ଏକାଠି କଲା

ରତଲାମ,୨୧।୭: ଆଧୁନିକ ଯୁଗରେ ସମସ୍ତେ ମୋବାଇଲ ମାନିଆ ହୋଇଥିବା ବେଳେ ଏବେ ହ୍ବାଟସ୍‌ ଆପ୍‌ ମଧ୍ୟ ଅନେକ ସମୟରେ ଦୂରରେ ଥିବା ବନ୍ଧୁଙ୍କୁ ଏକାଠି କରିବାରେ...

ଷ୍ଟାର୍ସ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୫ା୧୦: ବିଶ୍ୱବ୍ୟାଙ୍କ ସହାୟତାରେ ଓଡ଼ିଶା ସମେତ ୬ ରାଜ୍ୟର ସ୍କୁଲ ଶିକ୍ଷାକୁ ଉନ୍ନତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବୁଧବାର ଏକ ନୂଆ ପ୍ରକଳ୍ପକୁ ମଞ୍ଜୁରୀ...

ଧାରା ୩୭୦: ଯେ କୌଣସି ଭାରତୀୟ କଶ୍ମୀରରେ କିଣି ପାରିବେ ଜମି

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରେ ଏବେ ଧାରା ୩୭୦ ଓ ୩୫ଏ ହଟାଯିବାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପକ୍ଷରୁ ଅଧିସୂଚନା ଜାରି କରାଯାଇଛି। ଏହି ଧାରା ସମାପ୍ତ...

ଜୁନ୍‌ ୧ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୯ା୫: ଜୁନ୍‌ ପହିଲାରେ କେରଳକୁ ମୌସୁମୀ ବାୟୁ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦର୍ଶାଯାଇଛି। ଖୁବ୍‌ଶୀଘ୍ର ଅନୁକୂଳ ପରିବେଶ ସୃଷ୍ଟି ହେବ ଓ...

ମାର୍କେଟରେ ଭାଜପା ବିଧାୟକଙ୍କ ଝୁଲନ୍ତା ମୃତଦେହ: ହତ୍ୟା ସନ୍ଦେହ

କୋଲକାତା,୧୩।୭: ପଶ୍ଚିମବଙ୍ଗରେ ଭାଜପା ବିଧାୟକ ଦେବେନ୍ଦ୍ରନାଥ ରାୟଙ୍କ ଝୁଲନ୍ତା ମୃତଦେହ ମାର୍କେଟରୁ ଉଦ୍ଧାର କରାଯାଇଛି। ବିଧାୟକଙ୍କୁ ହତ୍ୟା କରାଯାଇଥିବା ନେଇ ଚର୍ଚ୍ଚା ହେଉଛି। ଉତ୍ତର ଦିନାଜପୁରର...

Coronavirus Update

Archives

Model This Week

Why Dharitri