Posted inଜାତୀୟ

୪୩ ବର୍ଷ ପରେ ମେ ମାସରେ ବାତ୍ୟା: ୫ ରାଜ୍ୟର ୯୦ ଜିଲା ପ୍ରଭାବିତ ହେବା ଆଶଙ୍କା

ନୂଆଦିଲ୍ଲୀ,୨।୫: ମାଡ଼ିଆସୁଛି ବାତ୍ୟା ଫନୀ। ଦୀର୍ଘ ୪୩ ବର୍ଷ ପରେ ପୁଣି ମେ ମାସରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏଭଳି ଏକ ବାତ୍ୟା। ଏହାଦ୍ୱାରା ଓଡ଼ିଶା, ତାମିଲନାଡୁ, କେରଳ, ଆନ୍ଧ୍ରପ୍ରଦେଶ ତଥା ପଶ୍ଚିମବଙ୍ଗ ଆଦି ୫ଟି ରାଜ୍ୟର ୯୦ ଜିଲା ପ୍ରଭାବିତ ହେବ ବୋଲି କୁହାଯାଉଛି। ଶୁକ୍ରବାର ସନ୍ଧ୍ୟାରେ ଫନୀ ଲାଣ୍ଡଫଲ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାଯୋଗୁ ୧୭୫ରୁ ୨ଶହ କିଲୋମିଟର ବେଗରେ ପବନ ବହିବ। ଫନୀର ପ୍ରଭାବରେ ଓଡ଼ିଶାର ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଖରାଦିନେ ଏଭଳି ବାତ୍ୟା ପ୍ରାୟତଃ କମ୍‌ ଆସିଥାଏ। ତେବେ ୧୯୭୬ରେ ଏଭଳି ବାତ୍ୟା ଅନୁଭୁତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶରେ ବାଘ ଆକ୍ରମଣରେ ଗଲାଣି ୬ ଜୀବନ

ଲଖିମପୁର ଖେରି, ୩୧ା୧୦: ଉତ୍ତରପ୍ରଦେଶର ଦୁଧଓ୍ବା ବ୍ୟାଘ୍ର ସରଂକ୍ଷଣ (ଡିଟିଆର୍‌)ର ସାଉଥ ଖେରି ଫରେଷ୍ଟ ଡିଭିଜନରେ ବାଘ ଆକ୍ରମଣରେ ଜଣେ ୪୦ ବର୍ଷୀୟ ଯୁବ ଚାଷୀଙ୍କ...

ଘରୁ ମିଳିଲା ୬ ଜଣଙ୍କ ମୃତଦେହ

ଶ୍ରୀନଗର,୧୭।୮: ଜମ୍ମୁର ସିନ୍ଧ୍ରା ଅଞ୍ଚଳରେ ବୁଧବାର ଗୋଟିଏ ପରିବାରର ୬ ଜଣଙ୍କ ମୃତଦେହ ମିଳିଛି। ମୃତକମାନେ ହେଲେ ସାକିନା ବେଗମ, ତାଙ୍କ ଝିଅ ନସିମା ଅଖତର...

ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସଞ୍ଜୟ ରାଉତ କରୁଛନ୍ତି କାମ: ଫଟୋ ଭାଇରାଲ

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ଶିବସେନା ପ୍ରବକ୍ତା ସଞ୍ଜୟ ରାଉତଙ୍କ ଏକ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ...

ଉତ୍ତାପ ବୃଦ୍ଧିରୁ ବଢ଼ୁଛି ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ,୨୩।୭: ବିଶ୍ୱର ଅଧିକାଂଶ ଦେଶରେ ଅତ୍ୟଧିକ ଉତ୍ତାପ ବୃଦ୍ଧି ଯୋଗୁ ଫସଲ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଭୀଷଣ ଜଳବାୟୁ ସାରା ବିଶ୍ୱରେ ଖାଦ୍ୟ ସଙ୍କଟର କେବଳ...

ମାଇଗ୍ରେଶନ କମିଶନ ଗଠନ କରିବେ ୟୁପି ସରକାର

ଲକ୍ଷ୍ନୌ,୨୬ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ କାମଧନ୍ଦା ହରାଇ ୨୩ ଲକ୍ଷ ପ୍ରବାସୀ ଶ୍ରମିକ ଉତ୍ତରପ୍ରଦେଶ ଫେରିଲେଣି। ଏବେ ସେମାନଙ୍କୁ ନିଯୁକ୍ତି...

ମଦ ଦୋକାନରେ କରୋନା ମାର୍ଗଦର୍ଶିକା ଉଲ୍ଲଂଘନ…

ନୋଏଡା,୧୨।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ଜାରି ରହିଛି। ଉତ୍ତରପ୍ରଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ...

ହିଣ୍ଡନ ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଲେ ୨୪ ଭାରତୀୟ

ନୂଆଦିଲ୍ଲୀ,୨୬ ।୮: ଆଫଗାନିସ୍ତାନ ତାଲିବାନ ହାତକୁ ଚାଲିଯିବା ପରେ ଏବେ ସେଠାରେ ଥିବା ଭାରତୀୟଙ୍କ ଘର ବାହୁଡା ଜାରି ରହିଛି । ଗୁରୁବାର ଆଫଗାନିସ୍ତାନରୁ ୨୪...

ଟଙ୍କା ଟଳମଳ, ଡଲାର ସବଳ

ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ...

Advertisement
Archives

Model This Week