Posted inରାଜ୍ୟ

୪୪ବର୍ଷରେ ଭିତରକନିକାର ବିରଳ ଧଳା କୁମ୍ଭୀର ‘ଗୌରୀ’, କାଟୁଛି ନିସଙ୍ଗ ଜୀବନ

ରାଜନଗର,୨୧।୬(ଡି.ଏନ୍‌.ଏ.): ରାଜନଗର ବ୍ଲକରେ ଥିବା ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ଏକ ଆବଦ୍ଧ ପୋଖରୀରେ ନିସଙ୍ଗ ଜୀବନ ବିତାଉଥିବା ଶଙ୍ଖୁଆ କୁମ୍ଭୀର ‘ଗୌରୀ’କୁ ଶୁକ୍ରବାର ୪୩ ପୁରି ୪୪ ଚାଲିଛି। ୧୯୭୫ ମସିହା ଆଜିର ଦିନରେ ଭିତରକନିକା କୃତ୍ରିମ ପ୍ରଜନନ କେନ୍ଦ୍ରରେ ଏହି ବିରଳ ମାଇ ଧଳା କୁମ୍ଭୀର ଜନ୍ମ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ ବିଶ୍ୱରୁ ଆସୁଥିବା ପର୍ଯ୍ୟଟକ, ଗବେଷକ, ପରିଭ୍ରମଣକାରୀଙ୍କ ଆଦର ପାଲଟିଥିଲା। ଗୌରୀ ଯୌବନର ଅପରାହ୍ନରେ ପାଦ ଥାପିଥିଲେ ହେଁ ଏବେ ବି ମା’ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri