Posted inଜାତୀୟ

୪୪ ଡିଗ୍ରୀ ତାପମାତ୍ରାରେ ସିଝୁଛି ରାଜଧାନୀ

ନୂଆଦିଲ୍ଲୀ,୨୪।୫: ରାଜଧାନୀ ଦିଲ୍ଲୀର ତାପମାତ୍ରା ଏବେ ୪୪ ଡିଗ୍ରୀ ଉପରେ ରହୁଥିବା ବେଳେ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡିଛି। ଗୋଟିଏ ପଟେ କରୋନା ସଂକ୍ରମଣ ଅନ୍ୟପଟେ ସୂର୍ଯ୍ୟଙ୍କ କୋପରେ ବ୍ୟତିବ୍ୟସ୍ତ ହୋଇଗଲାଣି ରାଜଧାନୀର ଅବସ୍ଥା। ପାଣିପାଗ ବିଶେଷଜ୍ଞଙ୍କ କହିବା କଥା ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହ ତାପମାତ୍ରା ୪୬-୪୭ ଡିଗ୍ରୀ ଛୁଇଁପାରେ। ମେ’ ୨୮ ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ସୂଚନାଯୋଗ୍ୟ, ଗତ ପ୍ରାୟ ୩-୪ ଦିନ ହେବ ରାଜଧାନୀର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାରୁ ଏହା ସାଧାରଣ ଜୀବନଯାତ୍ରା ଉପରେ ଖୁବ୍‌ ପ୍ରଭାବ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ଗଣ ବଳାତ୍କାର: ରାଜକ୍ଷମା ଆବେଦନ ପାଇଁ ଦୋଷୀଙ୍କୁ ୭ ଦିନ ସମୟ; ଏହା ପରେ ଜାରି ହେବ କଳା ପରଓ୍ବାନା

ନୂଆଦିଲ୍ଲୀ,୩୧।୧୦: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଛି। ଏହି ସମୟ ମଧ୍ୟରେ ଦୋଷୀମାନେ ରାଷ୍ଟ୍ରପତି ରାମନାଥ...

ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି,...

କରୋନା ନେଲା ୩୬ ବର୍ଷ ବୟସ୍କ ଯୁବକଙ୍କ ଜୀବନ

ଭୋପାଳ, ୪ ।୪: ଭାରତରେ ପ୍ରତି ଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଶନିବାର ୬ ଜଣଙ୍କ ମୃତ୍ୟୁ ଘଟିଛି ।...

ଆଦାର ପୁନାଓ୍ବାଲା: ଘୋଡ଼ା ବେପାରୀରୁ ଭାକ୍ସିନ୍‌ ଉଦ୍ୟୋଗ ବାଦଶାହ…

ନୂଆଦିଲ୍ଲୀ,୨୬।୫: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଥିବାବେଳେ ଭାରତର ପୁଣେ ସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଚର୍ଚ୍ଚାର ପରିସରକୁ ଆସିଥିଲା। ଦେଶର ସାଧାରଣ ଲୋକେ ପୂର୍ବରୁ...

ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼-ମନାଲି ଜାତୀୟ ରାଜପଥ ବନ୍ଦ

ଶିମଲା,୩୧।୭: ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ରାଜ୍ୟରେ ଅନେକ ରାସ୍ତା ବନ୍ଦ ହୋଇପଡ଼ିଥିବାରୁ ଯାତାୟତରେ ବାଧା...

ରାହୁଲ ମୋର ପ୍ରକୃତ ବନ୍ଧୁ: ସଞ୍ଜୟ ରାଉତ…

ମୁମ୍ବାଇ,୨୧।୧୧ : ଜେଲରୁ ବାହାରିବା ପରେ ଉଦ୍ଧବ ଠାକରେଙ୍କ ଦଳର ନେତା ସଞ୍ଜୟ ରାଉତ ପୁଣି ଥରେ ରାଜନୀତିରେ ସକ୍ରିୟ ହେବାରେ ଲାଗିଛନ୍ତି। ସେ ପୁନର୍ବାର...

ରାମମନ୍ଦିର ଚାନ୍ଦା ଆଦାୟରୁ ଉତ୍ତେଜନା

ଭୋପାଳ,୩୧।୧୨ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ମଧ୍ୟପ୍ରଦେଶରେ ଚାନ୍ଦା ଆଦାୟ ବେଳେ ଦୁଇଟି ସ୍ଥାନରେ ଉତ୍ତେଜନା ଦେଖାଦେବା ସହ ସଂଘର୍ଷ ହୋଇଛି। ମଙ୍ଗଳବାର ମଣ୍ଡସୌର...

କପି କରି ଧରାପଡ଼ିଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତି

ଡେରାଡୁନ୍‌, ୧୫ା୫: ଡୁନ୍‌ ସ୍କୁଲରେ ପରୀକ୍ଷାବେଳେ କପି କରି ଧରାପଡ଼ିଛନ୍ତି ଭାଜପାର ଜଣେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଏବଂ ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତି। ସୋସିଆଲ ମିଡିଆରେ...

Advertisement
Archives

Model This Week