୪୪ ବର୍ଷରେ ଅଭିଷେକ: ଐଶ୍ଚର୍ଯ୍ୟାଙ୍କ ସହିତ ପ୍ରେମକାହାଣୀ ଆରମ୍ଭ ହୋଇଥିଲା ଶୁଟିଂ ସେଟ୍‌ରୁ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଅଭିଷେକ ବଚ୍ଚନ ବୁଧବାର ୪୪ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୭୬ ଫେବୃୟାରୀ ୫ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ହେଲେ ମଧ୍ୟ ତାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା ପାଇଁ ଅନେକ ସଂଘର୍ଷ କରିବାକୁ ପଡ଼ିଥିଲା। ୨୦୦୭ରେ ତାଙ୍କ ସହିତ ଐଶ୍ଚର୍ଯ୍ୟା ରାୟ ବଚ୍ଚନ ଫିଲ୍ମ ଗୁରୁରେ ସ୍କ୍ରିନ୍‌ ଶେୟାର କରିଥିଲେ। ଏହି ଫିଲ୍ମର ଶୁଟିଂ ସେଟରୁ ଦୁହିଁଙ୍କ ମଧ୍ୟରେ ରିୟଲ ଲାଇଫ୍‌ରେ ଆରମ୍ଭ ହୋଇଥିଲା ପ୍ରେମକାହାଣୀ। ଅଭିଷେକ ଐଶ୍‌ଙ୍କୁ ନକଲି ହୀରା ମୁଦି ଦେଇ ପ୍ରପୋଜ୍‌ କରି କହି ଥିଲେ ‘ମୁଝ୍‌ସେ ଶାଦି କରୋଗୀ’। ପରେ ଐଶ୍‌ଙ୍କ ସମ୍ମତି ପରେ ଏଥିରେ ଲାଗିଥିଲା ଅମିତାଭ ବଚ୍ଚନଙ୍କ ମୋହର।


Enter your email to get our daily news in your inbox.

All Right Reserved By Dharitri.Com

ବିଳାସପୂର୍ଣ୍ଣ କାର୍‌ ଛାଡି ଅଟୋରେ ଭାଣିଜୀର ମେହେନ୍ଦୀ ସେରିମନୀକୁ ଗଲେ ରବିନା

ମୁମ୍ବାଇ: ଫିଲ୍ମ ‘କେଜିଏପ୍‌ ଚାପ୍ଟର-୨’ରୁ ବଡ଼ ପରଦାକୁ ଫେରୁଥିବା ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ଏବେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ନିକଟରେ ସେ...

ବଲିଉଡ୍‌ରୁ ଇସ୍ତଫା ନେଲେ ଏହି ସଫଳ ନିର୍ଦ୍ଦେଶକ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍‌ରେ ଅନେକ ପରିବର୍ତ୍ତନ ଆସିଛି। ନେପୋଟିଜିମ୍‌ଠାରୁ ଆରମ୍ଭକରି ଜଣେ ଅନ୍ୟ ଜଣଙ୍କ ଉପରେ ଦୋଷ ଲଦିବାରେ...

ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା

ବଲିଉଡ୍‌ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ...

ଏହି ଲୋକପ୍ରିୟ ଅଭିନେତାଙ୍କ ଜନ୍ମଦିନରେ ପୁରା ପରିବାର ହୋଇଯାଇଥିଲା ଛାରଖାର

ବଲିଉଡ୍‌ ଅଭିନେତ୍ରୀ କାଜଲ ଏବଂ ଅଭିନେତା କମଲ ସଦାନା ୧୯୯୨ ମସିହାରେ ଫିଲ୍ମ ‘ବେଖୁଦି’ରୁ ଅଭିନୟରେ କ୍ୟାରିୟର ଆରମ୍ଭ କରିଥିଲେ। ୨୧ ଅକ୍ଟୋବର , ୧୯୭୦ରେ...

ଦୁଷ୍ଟମାନଙ୍କ କଥାରେ ଭଦ୍ରଲୋକଙ୍କ ସମ୍ମାନ କମ୍‌ ହୋଇ ନ ଥାଏ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏବଂ ପୁଅ ଅଭିଷେକ ବଚ୍ଚନ କରୋନାରେ ଆକ୍ରାନ୍ତ ହୋଇ ଜୁଲାଇ ୧୧ରୁ ମୁମ୍ବାଇସ୍ଥିତ ନାନାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏଥିରେ...

ରାହୁଲ ଗାନ୍ଧୀଙ୍କ ପାଇଁ ବ୍ରତ ରଖୁଥିବା ଅଭିନେତ୍ରୀ ମୋଦିଙ୍କୁ ନେଇ ଏମିତି କହିଲେ

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପାଇଁ ବ୍ରତ ରଖୁଥିବା ଟିଭି ଅଭିନେତ୍ରୀ ତଥା ମଡେଲ ମାହିକା ଶର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବଡ...

ସୁଶାନ୍ତଙ୍କ ନାମରେ ନାମିତ ହେଲା ପାଟନାର ଏହି ଛକ

ପାଟନା: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଏବେ ବି ପ୍ରଶଂସକଙ୍କ ପାଇଁ ଦୁଃଖର କାରଣ ପାଲଟିଛି। ଅନେକ ଏହାକୁ ଗ୍ରହଣ କରିପାରୁନାହାନ୍ତି। ଗୋଟିଏ ପଟେ...

ଝିଅକୁ ସତ ଜଣାଇଲେ ସୁସ୍ମିତା

ମୁମ୍ବାଇ,୪।୬: ବିଶ୍ୱ ସୁନ୍ଦରୀ ସୁସ୍ମିତା ସେନ୍‌ଙ୍କ ସୁନ୍ଦରତା ଓ ଜିରୋ ଫିଗର ସମସ୍ତଙ୍କ ମନମୋହିଥାଏ। ଏବେ ତାଙ୍କର ବ୍ୟକ୍ତିଗତ ଜୀବନିକୁ ନେଇ ସେ ଏକ ବଡ଼...

Play 250+ Trending Games
Archives

Model This Week

Why Dharitri