Posted inଖେଳ

୪୪ ବର୍ଷ ପୂର୍ବେ ଷ୍ଟାଡିୟମରେ ପଶି ଏହି ଭାରତୀୟ ଖେଳାଳିଙ୍କୁ ଚୁମ୍ବନ ଦେଇଥିଲେ ଶାଢ଼ି ପିନ୍ଧା ମହିଳା

ଏବେ ସୋସିଆଲ ମିଡିଆରେ ଶାଢ଼ି ଟ୍ରେଣ୍ଡ୍‌ ଚାଲିଛି। ସେଲିବ୍ରିଟିମାନେ ଶାଢ଼ି ପିନ୍ଧି ଫଟୋ ଶେୟାର କରୁଛନ୍ତି। ଏସବୁ ଭିତରେ ଏବେ ଏକ ଶାଢ଼ି ପିନ୍ଧା ମହିଳାଙ୍କ ୪୪ ବର୍ଷ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଶାଢି ପିନ୍ଧି ଜଣେ ମହିଳା ମ୍ୟାଚ୍‌ ଚାଲୁଥିବାବେଳେ ଷ୍ଟାଡିୟମ ଭିତରକୁ ପଶିଯାଇ ବ୍ୟାଟ୍ସମ୍ୟାନ୍‌ଙ୍କୁ ଚୁମ୍ବନ ଦେଇଥିଲେ। ୧୯୭୫ରେ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଏକ ଟେଷ୍ଟ ମ୍ୟାଚ୍‌ ଖେଳାଯାଉଥିବାବେଳେ ଏହି ଘଟଣାଟି ଘଟିଥିଲା। ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବ୍ରଜେଶ ପଟେଲ୍‌ ବ୍ୟାଟିଂ କରୁଥିଲେ। ସେ ଅର୍ଦ୍ଧଶତକ ହାସଲ କରିବା ପରେ ପରେ ମହିଳା ଜଣଙ୍କ ଷ୍ଟାଡିୟମ ଭିତରେ ପଶି ତାଙ୍କୁ ଚୁମ୍ବନ ଦେଇଥିଲେ। ମହିଳା ଜଣଙ୍କ ଶାଢି ପିନ୍ଧି ଏତେ ଜୋରରେ ଦୌଡୁଥିଲେ ଯେ ତାଙ୍କୁ ସୁରକ୍ଷାକର୍ମୀ ଧରିବା ମୁସ୍କିଲ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri