୪୫ ବର୍ଷରେ ଖିଲାଡି ଗର୍ଲ ଶିଳ୍ପା

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଶିଳ୍ପା ଶେଟ୍ଟି ସୋମବାର ୪୫ ବର୍ଷର ପାଦ ଦେଇଛନ୍ତି। ସେ ୧୯୭୫ ଜୁନ୍‌ ୮ରେ ମାଙ୍ଗାଲୋର୍‌ଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି। ଶିଳ୍ପା ଏବଂ ଖିଲାଡି ବୟ ଅକ୍ଷୟ କୁମାରଙ୍କ ସମ୍ପର୍କ ନେଇ ବଲିଉଡ୍‌ରେ ଦୀର୍ଘଦିନ ଧରି ଚର୍ଚ୍ଚା ହୋଇଥିଲା। ଅକ୍ଷୟଙ୍କ ସହିତ ତାଙ୍କ ସମ୍ପର୍କ ବିଷୟରେ ଶିଳ୍ପା ଏକ ସାକ୍ଷାତ୍‌କାରରେ ଖୋଲାଖୋଲି ପ୍ରକାଶ କରିଥିଲେ। ୨୨ ବର୍ଷ ବୟସରେ ଶିଳ୍ପାଙ୍କ ଜୀବନର ଧାରା ବଦଳି ଯାଇଥିଲା। ଏଥିପାଇଁ ଅକ୍ଷୟ ଦାୟୀଥିବା ସେ କହିଥିଲେ। ସେତେବେଳେ ଶିଳ୍ପାଙ୍କ ଏହି ମନ୍ତବ୍ୟ ନେଇ ବଲିଉଡ୍‌ରେ ହଇଚଇ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆୱାର୍ଡ ଶୋ’କୁ ନେଇ ରାଗିଲେ ଶୈଫ

ମୁମ୍ବାଇ: ବଲିଉଡ୍ ନୱାବ ଶୈଫ ଅଲି ଖାଁ ଖୋଲାଖୋଲି କଥା ହେବାକୁ ପସନ୍ଦ କରନ୍ତି । ନେପୋଟିଜମକୁ ନେଇ ନିଜର ମତ ରଖିଥିବା ଏହି ନାୟକ...

ମୃତ୍ୟୁ ପରେ ମୋ’ ସମ୍ପତ୍ତି ପୁଅଝିଅଙ୍କ ମଧ୍ୟରେ ଅଧାଅଧା ବଣ୍ଟାଯିବ: ଅମିତାଭ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର ଅମିତାଭ ବଚ୍ଚନ ଭଲ ଅଭିନେତା ସାଙ୍ଗକୁ ଜଣେ ଭଲ ପିତା ମଧ୍ୟ। କର୍ମକୁ ସେ ଯେତିକି ପ୍ରାଧାନ୍ୟ ଦେଇଥାନ୍ତି ତା’ଠାରୁ ଅଧିକ...

ରାଜୀବ ଗାନ୍ଧୀଙ୍କ ବିବାହ ରାଜ କପୁରଙ୍କ ଝିଅ ସହିତ କରାଇବାକୁ ଚାହୁଁଥିଲେ ଇନ୍ଦିରା ଗାନ୍ଧୀ: ରାହୁଲଙ୍କୁ ବି ପସନ୍ଦ କରୁଥିଲେ କରିନା

ମୁମ୍ବାଇ: ରାଜୀବ ଗାନ୍ଧୀଙ୍କ ବିବାହ ରାଜ କପୁରଙ୍କ ଝିଅ ରିତୁ କପୁରଙ୍କ ସହିତ କରାଇବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଚାହୁଁଥିଲେ। ଗଣମାଧ୍ୟମ ପ୍ରତିନିଧି...

ସୁଶାନ୍ତଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ପୁରା ବଲିଉଡ୍‌ଜଗତ ସ୍ତବ୍ଦ ହୋଇପଡ଼ିଛି। ସମସ୍ତେ ନିଜ ନିଜ ଶୈଳୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। କେହି...

ଦୀର୍ଘ ସମୟ ପରେ ଥିଏଟରରେ ରିଲିଜ୍‌ ହେବ ଫିଲ୍ମ ‘ସୁରଜ ପେ ମଙ୍ଗଲ ଭାରୀ’

ମୁମ୍ବାଇ: କରୋନା କାଳ ଯୋଗୁ ଦୀର୍ଘ ସମୟ ଧରି ସିନେମା ହଲ୍‌ ବନ୍ଦ ରହିଥିବାରୁ ଫିଲ୍ମ ରିଲିଜ୍‌ ଉପରେ ମଧ୍ୟ ବ୍ରେକ୍‌ ଲାଗିଯାଇଥିଲା। ବର୍ତ୍ତମାନ ଅନ୍‌ଲକ-୬.୦ରେ...

ରବିନା ନାତିଙ୍କୁ ଦେଲେ ସ୍ପେଶାଲ ଉପହାର

ମୁମ୍ବାଇ: ବଲିଉଡ୍‌ ନାୟିକା ରବିନା ଟଣ୍ଡନ ନିକଟରେ ଜେଜେମା’ ହୋଇଥିଲେ। ରବିନାଙ୍କ ଝିଅ ଛାୟା ନିକଟରେ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଏବେ ସେ ତାଙ୍କ...

ପୁଅର ପ୍ରଥମ ଜନ୍ମଦିନରେ ଭାବବିହ୍ବଳ ହେଲେ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜାଙ୍କ ପୁଅ ଅଭ୍ୟାନ ଆଜାଦ ରେଖୀଙ୍କୁ ଆଜି ଅର୍ଥାତ୍‌ ମେ’ ୧୪ରେ ବର୍ଷେ ପୂରିଛି। ପୁଅର ପ୍ରଥମ ଜନ୍ମଦିନରେ ଏକ...

ଗୁଲଶନ କୁମାର ହତ୍ୟାକାଣ୍ଡ: ଦାଉଦଙ୍କ ସହଯୋଗୀ ରଉଫଙ୍କୁ ଆଜୀବନ କାରାଦଣ୍ଡ

ମୁମ୍ବାଇ,୧।୭: ପୂର୍ବତନ ପ୍ଲେବ୍ୟାକ୍‌ ସିଙ୍ଗର ତଥା ଟି-ସିରିଜ କମ୍ପାନୀର ମାଲିକ ଗୁଲଶନ କୁମାରଙ୍କ ହତ୍ୟାକାଣ୍ଡ ମାମଲା ସହ ଜଡ଼ିତ ଆବେଦନ ଉପରେ ବମ୍ବେ ହାଇକୋର୍ଟ ଶୁଣାଣି...

Advertisement
Archives

Model This Week