୪୫ ବର୍ଷରେ ଖିଲାଡି ଗର୍ଲ ଶିଳ୍ପା

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଶିଳ୍ପା ଶେଟ୍ଟି ସୋମବାର ୪୫ ବର୍ଷର ପାଦ ଦେଇଛନ୍ତି। ସେ ୧୯୭୫ ଜୁନ୍‌ ୮ରେ ମାଙ୍ଗାଲୋର୍‌ଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି। ଶିଳ୍ପା ଏବଂ ଖିଲାଡି ବୟ ଅକ୍ଷୟ କୁମାରଙ୍କ ସମ୍ପର୍କ ନେଇ ବଲିଉଡ୍‌ରେ ଦୀର୍ଘଦିନ ଧରି ଚର୍ଚ୍ଚା ହୋଇଥିଲା। ଅକ୍ଷୟଙ୍କ ସହିତ ତାଙ୍କ ସମ୍ପର୍କ ବିଷୟରେ ଶିଳ୍ପା ଏକ ସାକ୍ଷାତ୍‌କାରରେ ଖୋଲାଖୋଲି ପ୍ରକାଶ କରିଥିଲେ। ୨୨ ବର୍ଷ ବୟସରେ ଶିଳ୍ପାଙ୍କ ଜୀବନର ଧାରା ବଦଳି ଯାଇଥିଲା। ଏଥିପାଇଁ ଅକ୍ଷୟ ଦାୟୀଥିବା ସେ କହିଥିଲେ। ସେତେବେଳେ ଶିଳ୍ପାଙ୍କ ଏହି ମନ୍ତବ୍ୟ ନେଇ ବଲିଉଡ୍‌ରେ ହଇଚଇ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାରାଙ୍କ ପ୍ରେମରେ ସିଦ୍ଧାର୍ଥ

ମାୟାନଗରୀର କଳାକାରଙ୍କ ମଧ୍ୟରେ ରୋମାନ୍ସ ତଥା ବ୍ରେକ୍‌ଅପ୍‌ ଖବର ସବୁବେଳେ ଲାଗିରହିଥାଏ। କିଏ କାହା ସହ ଡେଟ୍‌ କଲା କିମ୍ବା କାହାର ବ୍ରେକ୍‌ଅପ୍‌ ହେଲା, ଏସବୁ...

ଆଡଭାନୀଙ୍କ ସହ ଫଟୋ ଶେୟାର କଲେ ‘ରାମାୟଣ’ର ସୀତା

ରମାନନ୍ଦ ସାଗରଙ୍କ ବହୁଚର୍ଚ୍ଚିତ ଧାରାବାହିକ ରାମାୟଣରେ ଦେବୀ ସୀତାଙ୍କ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ଦୀପିକା ଚିଖଲିଆଙ୍କୁ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଥାନ୍ତି। ନିଜ ବିଷୟରେ...

ପ୍ରକାଶ ପାଇଲା ଫୋର୍ବସ ତାଲିକା: ସର୍ବାଧିକ ଆୟରେ ଏହି ଭାରତୀୟ ଅଭିନେତା ସାମିଲ

ମୁମ୍ବାଇ: ହିନ୍ଦୀ ଚଳଚ୍ଚିତ୍ର ଜଗତରେ ଖିଲାଡି ବୟ ଅକ୍ଷୟ କୁମାରଙ୍କ ବେଶ୍‌ ଦବ୍‌ଦବା ରହିଛି। ତାଙ୍କ ଆକ୍ସନ ଓ ଅଭିନୟର ଜାଦୁ ଶିଶୁଠାରୁ ଆରମ୍ଭ କରି...

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ଚିୟର୍‌ କରିବା ପାଇଁ ପହଞ୍ଚିଲେ ଷ୍ଟାଡିୟମରେ ରଣବୀର

ମାଞ୍ଚେଷ୍ଟର,୧୬।୬:ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଏକ ହାଇଭୋଲଟେଜ କ୍ରିକେଟ ମ୍ୟାଚରେ ପରସ୍ପରକୁ ଭେଟିଛନ୍ତି। ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପର ୨୨ତମ...

ଲମ୍ବା ରେସ୍‌ର ଘୋଡ଼ା

ମନୋଜ କୁମାର ବରାଳ ଓରଫ ଗୁଲସନ୍‌। ସ୍କୁଲରେ ପଢ଼ିବା ବେଳେ ଏକକ ଅଭିନୟ ତାଙ୍କ ମନରେ ଅଭିନୟର ଆଶା ଜାଗ୍ରତ କରିଥିଲା। କଲେଜରେ ପଢ଼ିବା ସମୟରେ...

ହୋଟେଲର ଓ୍ବେଟର ଭାବେ କାମ କରୁଥିଲେ ଏହି କଳାକାର

ମୁମ୍ବାଇ: ଫିଲ୍ମ ‘ମେଁ ହୁଁ ନା’, ‘ଲଗେ ରହୋ ମୁନ୍ନାଭାଇ’, ‘ବୀର ଜାରା’ ଓ ‘ଦୋସ୍ତାନା’ ସମେତ ବହୁ ହିଟ୍‌ ଫିଲ୍ମରେ ନିଜର ଦମ୍‌ଦାର ଅଭିନୟ...

ସନ୍ନିଙ୍କ ଫୁଟ୍‌ବଲ ପ୍ରେମ

ମୁମ୍ବାଇ: ବଲିଉଡ୍‌ ନାୟିକା ସନ୍ନିି ଲିଓନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ଫ୍ୟାନ୍‌ମାନଙ୍କ ସହ ଯୋଡ଼ିହୋଇ ରହିବାକୁ ସନ୍ନି ଇନ୍‌ଷ୍ଟାଗ୍ରାମରେ ନିଜର ଟିକିନିଖି ଅପ୍‌ଡେଟ୍‌ସ...

ବର୍ଷାରେ ଭିଜି ଭିଜି କାଉଡ଼ିଆ ବେଶରେ ଆଲବମ୍‌ ଗୀତ ଶୁଟିଂ କଲେ ଅକ୍ଷରା ସିଂ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୧।୮: ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂ ଏକ ଆଲବମ୍‌ ଗୀତ ଶୁଟିଂରେ ଏକଦମ୍‌ ଧମାଲ୍‌ କରିଛନ୍ତି। ସେ ଏହି ଗୀତରେ ବର୍ଷାରେ ଭିଜି ଭିଜି କାଉଡ଼ିଆ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *