ମଦ ଜବତ, ୫ କୋର୍ଟ ଚାଲାଣ

ବଡ଼ବିଲ,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିିଲା ବଡ଼ବିଲ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪୫ ଲିଟର ମହୁଲି ମଦ ଜବତ କରିବା ସହ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ବଡ଼ବିଲ ଥାନା ଅନ୍ତର୍ଗତ ଗୌର ଗ୍ୟାରେଜ ଅଞ୍ଚଳର ମହେଶ କାରୁଆ, ସାଧୁସିଂ ହଟିଂ ଅଞ୍ଚଳର ଆକାଶ ଚୌଧୁରୀ, ବାରୁ ହଟିଂ ଅଞ୍ଚଳର ମୁନା କାଲୁଣ୍ଡିଆ, ବାଗିଆବୁରୁ ହଟିଂ ଅଞ୍ଚଳର ବୁତୁରୁ ସିଂଙ୍କୁ ଏବଂ ଷ୍ଟେଶନ ରୋଡ୍‌ ଅଞ୍ଚଳର ମହିଳା ତିତି ଲାଗୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri