କେନ୍ଦ୍ରାପଡ଼ା ଅଫିସ୍, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୧,୦୭,୯୭୪ ଭୋଟ ପାଇଛନ୍ତି। ଅନୁଭବ ଏବେ ସୁଦ୍ଧା ବୈଜୟନ୍ତଙ୍କଠାରୁ ୪୫,୦୨୭ ଭୋଟରେ ଆଗରେ ରହିଛନ୍ତି।
କେନ୍ଦ୍ରାପଡ଼ା ଅଫିସ୍, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୧,୦୭,୯୭୪ ଭୋଟ ପାଇଛନ୍ତି। ଅନୁଭବ ଏବେ ସୁଦ୍ଧା ବୈଜୟନ୍ତଙ୍କଠାରୁ ୪୫,୦୨୭ ଭୋଟରେ ଆଗରେ ରହିଛନ୍ତି।
ନୂଆପଡ଼ା,୨୨ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର…
ପାଟ୍ନା,୧୫ା୧୦: ଶାସକ ଦଳ ଜେଡିୟୁ ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଜେଡିୟୁ ମୋଟ୍ ୫୭ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା…
ପାଟ୍ନା,୬ା୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ଏହି ନିର୍ବାଚନ ନଭେମ୍ବର ୬ରେ ଅନୁଷ୍ଠିତ ହେବ। ତେବେ ଉକ୍ତ…
ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ…
ନୂଆଦିଲ୍ଲୀ, ୬ା୬: ଦେଶରେ ୧୮ତମ ଲୋକସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି । ନିର୍ବାଚନରେ ବର୍ତ୍ତମାନ ସରକାରରେ ଥିବା ଭାଜପା ଦଳକୁ ୨୪୦ ଆସନ ମିଳିଛି।…
ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ…
ନୂଆଦିଲ୍ଲୀ, ୫ା୬: ସରିଛି ୨୦୨୪ ଲୋକସଭା ନିର୍ବାଚନ। ପ୍ରକାଶ ପାଇଛି ଫଳାଫଳ । ହେଲେ ଏହି ନିର୍ବାଚନରେ ରେକର୍ଡ କରିଛନ୍ତି ୪ ଯୁବ ଏମ୍ପି। ସେମାନଙ୍କ ମଧ୍ୟରେ…
ଜୟପୁର,୫ା୬: ରାଜସ୍ଥାନର ଭରତପୁର ଲୋକସଭା ଆସନରୁ କଂଗ୍ରେସ ଟିକେଟ୍ରୁ ନିର୍ବାଚନ ଜିତିଥିବା ଜଣେ ଦଳିତ ମହିଳାଙ୍କୁ ନେଇ ଏବେ ଜୋର ଚର୍ଚ୍ଚା। ତାଙ୍କ ନାମ ସଞ୍ଜନା ଜାଟୱ।…